ସୋମବାର ରାଶିଫଳ (୧୫.୦୧.୨୦୨୪)
ମେଷ: ବ୍ୟବସାୟ ପାଇଁ ଚିନ୍ତାରେ ରହିବେ। ନୂତନ ବ୍ୟବସାୟ ପାଇଁ ଉପଯୁକ୍ତ ସମୟ। କୋର୍ଟ କଚେରୀ ମାମଲାରେ ବିଜୟ ଲାଭ କରିବେ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବ। ବନ୍ଧୁ ସାକ୍ଷାତ ଯୋଗ ରହିଛି। ବୃଷ: କର୍ମକ୍ଷେତ୍ରରେ ସହକର୍ମୀଙ୍କ ଠାରୁ ସହଯୋଗ ପାଇବେ। ମନୋରଞ୍ଜନରେ ସମୟ ଅତିବାହିତ କରିବେ। ସ୍ବାସ୍ଥ୍ୟ ସମସ୍ୟା ଦୂର ହେବ। ପୁରୁଣା ବନ୍ଧୁ ମିଳନ ହେବ। ରାଜନୀତିରେ ସକ୍ରିୟ ରହିେବ। ମିଥୁନ: ଅଭିଭାବକମାନେ ସନ୍ତାନଙ୍କ ଭବିଷ୍ୟତ ପାଇଁ ନୂଆ ଯୋଜନା କରିବେ। ଆୟ ଅନୁସାରେ […]

ମେଷ: ବ୍ୟବସାୟ ପାଇଁ ଚିନ୍ତାରେ ରହିବେ। ନୂତନ ବ୍ୟବସାୟ ପାଇଁ ଉପଯୁକ୍ତ ସମୟ। କୋର୍ଟ କଚେରୀ ମାମଲାରେ ବିଜୟ ଲାଭ କରିବେ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବ। ବନ୍ଧୁ ସାକ୍ଷାତ ଯୋଗ ରହିଛି।
ବୃଷ: କର୍ମକ୍ଷେତ୍ରରେ ସହକର୍ମୀଙ୍କ ଠାରୁ ସହଯୋଗ ପାଇବେ। ମନୋରଞ୍ଜନରେ ସମୟ ଅତିବାହିତ କରିବେ। ସ୍ବାସ୍ଥ୍ୟ ସମସ୍ୟା ଦୂର ହେବ। ପୁରୁଣା ବନ୍ଧୁ ମିଳନ ହେବ। ରାଜନୀତିରେ ସକ୍ରିୟ ରହିେବ।
ମିଥୁନ: ଅଭିଭାବକମାନେ ସନ୍ତାନଙ୍କ ଭବିଷ୍ୟତ ପାଇଁ ନୂଆ ଯୋଜନା କରିବେ। ଆୟ ଅନୁସାରେ ବ୍ୟୟ ଅଧିକ ହେବ। ବିଦ୍ୟାର୍ଥୀ କଠିନ ପରିଶ୍ରମ କରିବେ। ଅଚାନକ ଖୁସି ଖବର ମିଳିପାରେ।
କର୍କଟ: ଧାର୍ମିକ ସ୍ଥାନକୁ ଯାତ୍ରାଯୋଗ ଅଛି। ଗୁରୁଜନଙ୍କ ପରାମର୍ଶ ନେଇ ନୂତନ କାର୍ଯ୍ୟାରମ୍ଭ କରିେବ। ଅଟକି ଥିବା କାର୍ଯ୍ୟ ପୂରା ହେବ। ଦୀର୍ଘଦିନରୁ ଆଶା କରିଥିବା ଦିଗରୁ ଧନପ୍ରାପ୍ତି ହେବ।
ସିଂହ: ପାରିବାରିକ କଳହ ଲାଗି ରହିବ। ବିଦ୍ୟାର୍ଥୀ ପ୍ରତିଯୋଗିତା ପରୀକ୍ଷାରେ କୃତକାର୍ଯ୍ୟ ହେବେ। ଦାମ୍ପତ୍ୟଜୀବନ ମଧୁମୟ ହେବ। ଦାନ ଧର୍ମ କରିବେ। ପୁରୁଣା ବନ୍ଧୁଙ୍କ ସହ ଦୂରସ୍ଥାନ ଯାତ୍ରା କରିପାରନ୍ତି।
କନ୍ୟା: ଅଫିସ୍ରେ ସହକର୍ମୀଙ୍କ ସାହାଯ୍ୟ ମିଳିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଛାତ୍ରଛାତ୍ରୀ ମନୋରଞ୍ଜନରେ ସମୟ ଅତିବାହିତ କରିବେ। ଉଧାର ଟଙ୍କା ଫେରିପାଇବାରେ ବିଳମ୍ବ ଘଟିବ।
ତୁଳା: ମନ ପ୍ରସନ୍ନ ରହିବ। ଦିନଟି ଶୁଭଫଳ ପ୍ରଦାନ କରିବ। ବ୍ୟବହାରରେ ସଂଯମତା ରକ୍ଷା କରିବେ। ସକାରାତ୍ମକ ଚିନ୍ତାଧାରାରେ କାର୍ଯ୍ୟ କରିବେ। ଜମି କ୍ରୟ କରିପାରନ୍ତି। ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି।
ବିଛା: ଜମିବାଡ଼ିକୁ ନେଇ ବିବାଦ ଦେଖା ଦେବ। ଅଯଥା ଖର୍ଚ୍ଚରୁ ଦୂରେଇ ରହିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଅତିଥି ସତ୍କାର କରିପାରନ୍ତି। ଦୂରସ୍ଥାନକୁ ଯାତ୍ରା କରିବା ସମୟରେ ସତର୍କ ରୁହନ୍ତୁ।
ଧନୁ: ଛାତ୍ରଛାତ୍ରୀ କ୍ୟାରିୟରକୁ ନେଇ ଚିନ୍ତାରେ ରହିବେ। ପରିବାର ସହ ସମୟ ବିତାଇବେ। ପ୍ରେମିକ-ପ୍ରେମିକାଙ୍କ ମଧ୍ୟରେ ମତଭେଦ ସୃଷ୍ଟି ହେବ। ନିବେଶରୁ ଲାଭ ପାଇବେ।
ମକର: ବିବାଦୀୟ କାର୍ଯ୍ୟରୁ ଦୂରେଇ ରହିବେ। ପରିବାର ସଦସ୍ୟଙ୍କ ସହ ହସଖୁସିରେ ସମୟ ଅତିବାହିତ କରିବେ। ଘରେ ମାଙ୍ଗଳିକ କାର୍ଯ୍ୟ ହୋଇପାରେ। ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି।
କୁମ୍ଭ: ଆର୍ଥିକ ସମସ୍ୟା ଦେଖା ଦେବ। ଚିନ୍ତାରେ ରହିବେ। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ। ସାମାଜିକ ଓ ଧାର୍ମିକ କାର୍ଯ୍ୟକ୍ରମରେ ସାମିଲ ରହିେବ। ପାରିବାରିକ କଳହ ଲାଗି ରହିବ।
ମୀନ: ଆଜି ଦିନଟି ଆପଣଙ୍କ ପାଇଁ ବହୁତ ଭଲ। ପାରିବାରିକ ଜୀବନ ସୁଖମୟ ହେବ। ଦୂର ସ୍ଥାନକୁ ଯାତ୍ରା କରିବେ। ମଧୁର ବଚନ କହି ଲୋକଙ୍କ ଆଦର ମିଳିବ। ମହିଳାମାନେ ହସଖୁସିରେ ସମୟ ବିତାଇବେ।