ସୋର ବିଧାନସଭା ପ୍ରାର୍ଥୀ ପରିବର୍ତ୍ତନ କଲା ଭାଜପା, ରାଜୁ ଦାସଙ୍କ ବଦଳରେ ଜାଣନ୍ତୁ କାହାକୁ ମିଳିଲା ଟିକେଟ୍‌

ଭୁବନେଶ୍ୱର,୧୪।୫: ଭାଜପା ସୋର ବିଧାନସଭା ପ୍ରାର୍ଥୀ ବଦଳାଇଛି । ରାଜୁ ଦାସଙ୍କୁ ପରିବର୍ତ୍ତନ କରି ପର୍ଶୁରାମ ଧଡ୍ଡାଙ୍କୁ ଭାଜପା ପ୍ରାର୍ଥୀ ଘୋଷଣା କରିଛି। ନିକଟରେ ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ ପର୍ଶୁରାମ ଧଡ୍ଡା। ଦଳ ତାଙ୍କୁ ଆଜି ସୋର ବିଧାନସଭା ଆସନରୁ ପ୍ରାର୍ଥୀ କରିଛି। ସୂଚନାଯୋଗ୍ୟ, ୨୦୧୪ରେ ବିଜେଡିରୁ ବିଧାୟକ ଭାବେ ପର୍ଶୁରାମ ଧଡା ନିର୍ବାଚିତ ହୋଇଥିଲେ। ୨୦୧୯ ସାଧାରଣ ନିର୍ବାଚନରେ ପୁଣି ତାଙ୍କୁ ଦଳ ପ୍ରାର୍ଥୀ କରିଥିଲା। ହେଲେ ୨୦୨୪ରେ ବିଜେଡି ତାଙ୍କୁ ପ୍ରାର୍ଥୀ […] The post ସୋର ବିଧାନସଭା ପ୍ରାର୍ଥୀ ପରିବର୍ତ୍ତନ କଲା ଭାଜପା, ରାଜୁ ଦାସଙ୍କ ବଦଳରେ ଜାଣନ୍ତୁ କାହାକୁ ମିଳିଲା ଟିକେଟ୍‌ appeared first on Dharitri Odia News.

ସୋର ବିଧାନସଭା ପ୍ରାର୍ଥୀ ପରିବର୍ତ୍ତନ କଲା ଭାଜପା, ରାଜୁ ଦାସଙ୍କ ବଦଳରେ ଜାଣନ୍ତୁ କାହାକୁ ମିଳିଲା ଟିକେଟ୍‌

ଭୁବନେଶ୍ୱର,୧୪।୫: ଭାଜପା ସୋର ବିଧାନସଭା ପ୍ରାର୍ଥୀ ବଦଳାଇଛି । ରାଜୁ ଦାସଙ୍କୁ ପରିବର୍ତ୍ତନ କରି ପର୍ଶୁରାମ ଧଡ୍ଡାଙ୍କୁ ଭାଜପା ପ୍ରାର୍ଥୀ ଘୋଷଣା କରିଛି। ନିକଟରେ ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ ପର୍ଶୁରାମ ଧଡ୍ଡା। ଦଳ ତାଙ୍କୁ ଆଜି ସୋର ବିଧାନସଭା ଆସନରୁ ପ୍ରାର୍ଥୀ କରିଛି।

ସୂଚନାଯୋଗ୍ୟ, ୨୦୧୪ରେ ବିଜେଡିରୁ ବିଧାୟକ ଭାବେ ପର୍ଶୁରାମ ଧଡା ନିର୍ବାଚିତ ହୋଇଥିଲେ। ୨୦୧୯ ସାଧାରଣ ନିର୍ବାଚନରେ ପୁଣି ତାଙ୍କୁ ଦଳ ପ୍ରାର୍ଥୀ କରିଥିଲା। ହେଲେ ୨୦୨୪ରେ ବିଜେଡି ତାଙ୍କୁ ପ୍ରାର୍ଥୀ କରିନଥିଲା। ଯେଉଁଥିପାଇଁ ଧଡା ବିଜେଡିରୁ ଇସ୍ତଫା ଦେଇଥିଲେ।

The post ସୋର ବିଧାନସଭା ପ୍ରାର୍ଥୀ ପରିବର୍ତ୍ତନ କଲା ଭାଜପା, ରାଜୁ ଦାସଙ୍କ ବଦଳରେ ଜାଣନ୍ତୁ କାହାକୁ ମିଳିଲା ଟିକେଟ୍‌ appeared first on Dharitri Odia News.