ସ୍କୁଟି -ବାଇକ୍ ମୁହାଁମୁହିଁ ଧକ୍କା, ୨ ଛାତ୍ରଙ୍କ ମୃତ୍ୟୁ

ସମ୍ବଲପୁର: ବୁର୍ଲା ଭିସୁଟ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।  ସ୍କୁଟି -ବାଇକ୍ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୨ ଛାତ୍ରଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଘଟଣା ସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଆଉ ଜଣଙ୍କ ମେଡ଼ିକାଲରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି।

accident