ସ୍କୁଲ ଆସୁ ନାହାନ୍ତି ଶିକ୍ଷୟିତ୍ରୀ, ଶିକ୍ଷକ: ୪ଦିନ ହେଲା ଝୁଲୁଛି ତାଲା

ଭଦ୍ରକ,୬।୭: ଭଦ୍ରକ ଜିଲା ବାସୁଦେବପୁରସ୍ଥିତି ଦଧିବାମନପୁର ସ୍କୁଲରେ ୪ଦିନ ହେଲା ତାଲା ଝୁଲୁଛି। ଫଳରେ ଛାତ୍ରୀଛାତ୍ରଙ୍କ ପାଠ ପଢା ବନ୍ଦ ରହିଛି। ଏନେଇ ଅଭିଭାବକ ମହଳରେ ଅସନ୍ତୋଷ ପ୍ରକାଶ ପାଇବା ସହ ତୁରନ୍ତ ଜିଲା ପ୍ରଶାସନ ସମସ୍ୟାର ସମାଧାନ କରି ଆବଶ୍ୟକ ପଦକ୍ଷେପ ନେବାକୁ ଦାବି ହୋଇଛି। ଅନ୍ୟପକ୍ଷେ ସ୍କୁଲ ପ୍ରଧାନ ଶିକ୍ଷକ ଏବଂ ଶିକ୍ଷକଙ୍କୁ ଆକ୍ରମଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଏପରିକି ନିଜ ଜୀବନ ପ୍ରତି ବିପଦ ଥିବା ଦର୍ଶାଇ ଶିକ୍ଷୟିତ୍ରୀ ଏବଂ ଶିକ୍ଷକ […] The post ସ୍କୁଲ ଆସୁ ନାହାନ୍ତି ଶିକ୍ଷୟିତ୍ରୀ, ଶିକ୍ଷକ: ୪ଦିନ ହେଲା ଝୁଲୁଛି ତାଲା appeared first on Dharitri Odia News.

ସ୍କୁଲ ଆସୁ ନାହାନ୍ତି ଶିକ୍ଷୟିତ୍ରୀ, ଶିକ୍ଷକ: ୪ଦିନ ହେଲା ଝୁଲୁଛି ତାଲା

ଭଦ୍ରକ,୬।୭: ଭଦ୍ରକ ଜିଲା ବାସୁଦେବପୁରସ୍ଥିତି ଦଧିବାମନପୁର ସ୍କୁଲରେ ୪ଦିନ ହେଲା ତାଲା ଝୁଲୁଛି। ଫଳରେ ଛାତ୍ରୀଛାତ୍ରଙ୍କ ପାଠ ପଢା ବନ୍ଦ ରହିଛି। ଏନେଇ ଅଭିଭାବକ ମହଳରେ ଅସନ୍ତୋଷ ପ୍ରକାଶ ପାଇବା ସହ ତୁରନ୍ତ ଜିଲା ପ୍ରଶାସନ ସମସ୍ୟାର ସମାଧାନ କରି ଆବଶ୍ୟକ ପଦକ୍ଷେପ ନେବାକୁ ଦାବି ହୋଇଛି।

ଅନ୍ୟପକ୍ଷେ ସ୍କୁଲ ପ୍ରଧାନ ଶିକ୍ଷକ ଏବଂ ଶିକ୍ଷକଙ୍କୁ ଆକ୍ରମଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଏପରିକି ନିଜ ଜୀବନ ପ୍ରତି ବିପଦ ଥିବା ଦର୍ଶାଇ ଶିକ୍ଷୟିତ୍ରୀ ଏବଂ ଶିକ୍ଷକ ସ୍କୁଲ ଆସୁନାହାନ୍ତି । ଫଳରେ ୪ଦିନ ହେଲା ସ୍କୁଲରେ ତାଲା ପଡିଛି। ଛାତ୍ରୀଛାତ୍ର ସ୍କୁଲ ଆସି ଘରକୁ ଫେରିଯାଉଥିବା ଜଣାପଡିଛି।

The post ସ୍କୁଲ ଆସୁ ନାହାନ୍ତି ଶିକ୍ଷୟିତ୍ରୀ, ଶିକ୍ଷକ: ୪ଦିନ ହେଲା ଝୁଲୁଛି ତାଲା appeared first on Dharitri Odia News.