ସ୍କୁଲରେ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କଲେ ସପ୍ତମ ଶ୍ରେଣୀ ଛାତ୍ରୀ, ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି

ବ୍ରହ୍ମପୁର,୧୬।୧: ଗଞ୍ଜାମ ଜିଲା ଧରାକୋଟ ବ୍ଲକ୍‌ ବାହାରପୁର ଗ୍ରାମର ଉଚ୍ଚ ପ୍ରାଥମିକ ସ୍କୁଲର ଜଣେ ଛାତ୍ରୀ ସ୍କୁଲରେ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଛାତ୍ରୀ ଜଣକ ହେଲେ ସପ୍ତମ ଶେଣ୍ରୀର ରାଣୀ ଭୁୟା। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ଧରାକୋଟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରେ ବ୍ରହ୍ମପୁର ସ୍ଥାନାନ୍ତରିତ କରାଯାଇଛି। ତେବେ ଏପର୍ଯ୍ୟନ୍ତ ବିଷ ପିଇବା ପଛର କାରଣ ସ୍ପଷ୍ଟ ହୋଇପାରି ନାହିଁ। ସୂଚନା ଅନୁସାରେ, ସେ ସ୍କୁଲକୁ ବୋତଲରେ ବିଷ ଭର୍ତ୍ତି କରି ନେଇଥିଲେ। ଖାଇବା […] The post ସ୍କୁଲରେ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କଲେ ସପ୍ତମ ଶ୍ରେଣୀ ଛାତ୍ରୀ, ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି appeared first on Dharitri Odia News.

ସ୍କୁଲରେ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କଲେ ସପ୍ତମ ଶ୍ରେଣୀ ଛାତ୍ରୀ, ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି

ବ୍ରହ୍ମପୁର,୧୬।୧: ଗଞ୍ଜାମ ଜିଲା ଧରାକୋଟ ବ୍ଲକ୍‌ ବାହାରପୁର ଗ୍ରାମର ଉଚ୍ଚ ପ୍ରାଥମିକ ସ୍କୁଲର ଜଣେ ଛାତ୍ରୀ ସ୍କୁଲରେ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଛାତ୍ରୀ ଜଣକ ହେଲେ ସପ୍ତମ ଶେଣ୍ରୀର ରାଣୀ ଭୁୟା। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ଧରାକୋଟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରେ ବ୍ରହ୍ମପୁର ସ୍ଥାନାନ୍ତରିତ କରାଯାଇଛି। ତେବେ ଏପର୍ଯ୍ୟନ୍ତ ବିଷ ପିଇବା ପଛର କାରଣ ସ୍ପଷ୍ଟ ହୋଇପାରି ନାହିଁ।

ସୂଚନା ଅନୁସାରେ, ସେ ସ୍କୁଲକୁ ବୋତଲରେ ବିଷ ଭର୍ତ୍ତି କରି ନେଇଥିଲେ। ଖାଇବା ଛୁଟିରେ ଏହାକୁ ପିଇବା ଅବସ୍ଥାରେ ଜଣେ ସହପାଠୀ ଦେଖି ଦେଇଥିଲେ। ସଙ୍ଗେ ସଙ୍ଗେ ସହପାଠୀ ଜଣକ ସ୍କୁଲ କର୍ତ୍ତୃପକ୍ଷଙ୍କୁ ଖବର ଦେଇଥିଲେ।

The post ସ୍କୁଲରେ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କଲେ ସପ୍ତମ ଶ୍ରେଣୀ ଛାତ୍ରୀ, ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି appeared first on Dharitri Odia News.