ସ୍ତ୍ରୀଙ୍କ ସହ ଅପ୍ରାକୃତ ଯୌନ ସମ୍ପର୍କ ବଳାତ୍କାର ନୁହେଁ: ହାଇକୋର୍ଟ

ନୂଆଦିଲ୍ଲୀ,୫ା୫: ସ୍ତ୍ରୀଙ୍କ ସହ ଅପ୍ରାକୃତ ଯୌନ ସମ୍ପର୍କକୁ ବଳାତ୍କାର କୁହାଯାଇପାରିବ ନାହିଁ ବୋଲି ମଧ୍ୟପ୍ରଦେଶ ହାଇକୋର୍ଟ ଏକ ରାୟରେ କହିଛନ୍ତି। ଏପରିକି ସ୍ତ୍ରୀଙ୍କର ସହମତି ନ ଥିଲେ ମଧ୍ୟ ଏଭଳି ସମ୍ପର୍କ ବଳାତ୍କାର ନୁହେଁ। ଜଣେ ମହିଳା ତାଙ୍କ ସ୍ବାମୀଙ୍କ ବିରୋଧରେ ଦାଏର କରିଥିବା ଏତଲାକୁ ଖାରଜ କରିଦେବା ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଆଇପିସି ଅନୁଯାୟୀ ବୈବାହିକ ବଳାତ୍କାର ଅପରାଧ ନୁହେଁ ବୋଲି ବିଚାରପତି ଜି.ଏସ୍‌. ଆଲୁଓ୍ବାଲିଆଙ୍କ ଖଣ୍ଡପୀଠ ଟିପ୍ପଣୀ ଦେଇଛନ୍ତି। The post ସ୍ତ୍ରୀଙ୍କ ସହ ଅପ୍ରାକୃତ ଯୌନ ସମ୍ପର୍କ ବଳାତ୍କାର ନୁହେଁ: ହାଇକୋର୍ଟ appeared first on Dharitri Odia News.

ସ୍ତ୍ରୀଙ୍କ ସହ ଅପ୍ରାକୃତ ଯୌନ ସମ୍ପର୍କ ବଳାତ୍କାର ନୁହେଁ: ହାଇକୋର୍ଟ

ନୂଆଦିଲ୍ଲୀ,୫ା୫: ସ୍ତ୍ରୀଙ୍କ ସହ ଅପ୍ରାକୃତ ଯୌନ ସମ୍ପର୍କକୁ ବଳାତ୍କାର କୁହାଯାଇପାରିବ ନାହିଁ ବୋଲି ମଧ୍ୟପ୍ରଦେଶ ହାଇକୋର୍ଟ ଏକ ରାୟରେ କହିଛନ୍ତି। ଏପରିକି ସ୍ତ୍ରୀଙ୍କର ସହମତି ନ ଥିଲେ ମଧ୍ୟ ଏଭଳି ସମ୍ପର୍କ ବଳାତ୍କାର ନୁହେଁ। ଜଣେ ମହିଳା ତାଙ୍କ ସ୍ବାମୀଙ୍କ ବିରୋଧରେ ଦାଏର କରିଥିବା ଏତଲାକୁ ଖାରଜ କରିଦେବା ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଆଇପିସି ଅନୁଯାୟୀ ବୈବାହିକ ବଳାତ୍କାର ଅପରାଧ ନୁହେଁ ବୋଲି ବିଚାରପତି ଜି.ଏସ୍‌. ଆଲୁଓ୍ବାଲିଆଙ୍କ ଖଣ୍ଡପୀଠ ଟିପ୍ପଣୀ ଦେଇଛନ୍ତି।

The post ସ୍ତ୍ରୀଙ୍କ ସହ ଅପ୍ରାକୃତ ଯୌନ ସମ୍ପର୍କ ବଳାତ୍କାର ନୁହେଁ: ହାଇକୋର୍ଟ appeared first on Dharitri Odia News.