ସ୍ତ୍ରୀଙ୍କୁ ଛାତ ଉପରୁ ତଳକୁ ଫୋପାଡି ଦେଲେ ସ୍ବାମୀ: ପଛରେ କାରଣ ଥିଲା ଏମିତି
ପ୍ରତିଦିନ ରୋଷେଇ କଲାବେଳେ ଖାଦ୍ୟ ଭଲ ବା ଖରାପ ହେବା ଏକ ସାଧାରଣ କଥା। ଏହି କଥାକୁ ନେଇ ଜଣଙ୍କୁ ହତ୍ୟା କରାଯିବା ନିହାତି ଆଶ୍ଚର୍ଯ୍ୟର କଥା। କିନ୍ତୁ ଏମିତି ଏକ ଲୋକଟାଙ୍କୁରା ଘଟଣା ଘଟିଛି ପାକିସ୍ତାନରେ। ଏଠାରେ ଜଣେ ବ୍ୟକ୍ତି ଚିକେନ୍ରେ ରାଗ ପକାଇବାକୁ ଭୁଲିଯିବାରୁ ସ୍ତ୍ରୀଙ୍କୁ ଛାତ ଉପରୁ ତଳକୁ ଟେକି କଚାଡି ଦେଇଛନ୍ତି। ଏହାର ଭିଡିଓ ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେଉଛି। ଏହି ଘଟଣା ପାକିସ୍ତାନର ଲାହୋର ସହରରେ ଅବସ୍ଥିତ […] The post ସ୍ତ୍ରୀଙ୍କୁ ଛାତ ଉପରୁ ତଳକୁ ଫୋପାଡି ଦେଲେ ସ୍ବାମୀ: ପଛରେ କାରଣ ଥିଲା ଏମିତି appeared first on Dharitri Odia News.
ପ୍ରତିଦିନ ରୋଷେଇ କଲାବେଳେ ଖାଦ୍ୟ ଭଲ ବା ଖରାପ ହେବା ଏକ ସାଧାରଣ କଥା। ଏହି କଥାକୁ ନେଇ ଜଣଙ୍କୁ ହତ୍ୟା କରାଯିବା ନିହାତି ଆଶ୍ଚର୍ଯ୍ୟର କଥା। କିନ୍ତୁ ଏମିତି ଏକ ଲୋକଟାଙ୍କୁରା ଘଟଣା ଘଟିଛି ପାକିସ୍ତାନରେ। ଏଠାରେ ଜଣେ ବ୍ୟକ୍ତି ଚିକେନ୍ରେ ରାଗ ପକାଇବାକୁ ଭୁଲିଯିବାରୁ ସ୍ତ୍ରୀଙ୍କୁ ଛାତ ଉପରୁ ତଳକୁ ଟେକି କଚାଡି ଦେଇଛନ୍ତି। ଏହାର ଭିଡିଓ ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେଉଛି।
ଏହି ଘଟଣା ପାକିସ୍ତାନର ଲାହୋର ସହରରେ ଅବସ୍ଥିତ ନାନାରିଆନ ଚୌକର ବୋଲି ଜଣାପଡିଛି। ଏଠାରେ ଶାଲିମାର ରୋଡ ନିକଟରେ ରହୁଥିବା ମରିୟମଙ୍କୁ କେବଳ ଏହି କାରଣରୁ ତାଙ୍କ ସ୍ବାମୀ ଛାତରୁ ଫିଙ୍ଗି ଦେଇଥିଲେ। କାରଣ ଚିକେନରେ ଅରୁଚିକର ଲାଗୁଥିଲା,ସେଥିରେ ରାଗ ପଡ଼ି ନ ଥିଲା। ମାର୍ଚ୍ଚ ୯, ୨୦୨୪ରେ ଏହି ଘଟଣା ଘଟିଥିଲା। ଏହି ଘଟଣାରେ ଜଣେ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି।
ଏହି ଭୟାନକ ଘଟଣା ପରେ ସେଠାରେ ଉପସ୍ଥିତ ଲୋକମାନେ ତୁରନ୍ତ ମହିଳାଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ବର୍ତ୍ତମାନ ମହିଳାଙ୍କ ଅବସ୍ଥା ଗୁରୁତର ରହିଛି ଏବଂ ସେ ଚିକିତ୍ସିତ ହେଉଛନ୍ତି। ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କୁ ମଧ୍ୟ ଗିରଫ କରାଯାଇଛି। ଏହା ବ୍ୟତୀତ ଅଧିକାରୀମାନେ ମହିଳାଙ୍କ ଶାଶୁ ଏବଂ ତାଙ୍କ ଯାଙ୍କ ବିରୋଧରେ ମଧ୍ୟ ମାମଲା ରୁଜୁ କରିଛନ୍ତି।
Shocking incident from Lahore Pakistan: A woman was thrown out of a window by her husband Shahbaz, brother-in-law Roman, and mother-in-law Shazia, for not spicing the chicken properly. Incident is from March 9, 2024. One of the main accused was arrested.https://t.co/CyXeOIt1KL pic.twitter.com/YAIvnT3QL1
— Diksha Kandpal
(@DikshaKandpal8) March 30, 2024
The post ସ୍ତ୍ରୀଙ୍କୁ ଛାତ ଉପରୁ ତଳକୁ ଫୋପାଡି ଦେଲେ ସ୍ବାମୀ: ପଛରେ କାରଣ ଥିଲା ଏମିତି appeared first on Dharitri Odia News.
(@DikshaKandpal8)