ସ୍ଥିର ଅଛି ପେଟ୍ରୋଲ ଏବଂ ଡିଜେଲ ଦର , ଏଠାରେ ଦେଖନ୍ତୁ ମୂଲ୍ୟ
ତୈଳ କମ୍ପାନୀଗୁଡିକ ଆଜିର ପେଟ୍ରୋଲ ଏବଂ ଡିଜେଲର ନୂଆ ମୂଲ୍ୟ ପ୍ରକାଶ କରିଛନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ପ୍ରତ୍ୟେକ ସହରରେ ଭିନ୍ନ ଭିନ୍ନ । ଏପରି ପରିସ୍ଥିତିରେ, ଯଦି ଆପଣ ଆପଣଙ୍କର ଗାଡ଼ିର ଟାଙ୍କ ଭରିବାକୁ ଚାହୁଁଛନ୍ତି, ତେବେ ପ୍ରଥମେ ଏଠାରେ ନିଜ ସହର ଇନ୍ଧନ ମୂଲ୍ୟ ଯାଞ୍ଚ କରନ୍ତୁ… ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ବୃଦ୍ଧି ପାଇ ୧୦୧ ଟଙ୍କା ୦୬ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା […] The post ସ୍ଥିର ଅଛି ପେଟ୍ରୋଲ ଏବଂ ଡିଜେଲ ଦର , ଏଠାରେ ଦେଖନ୍ତୁ ମୂଲ୍ୟ appeared first on KNews Odisha.

ତୈଳ କମ୍ପାନୀଗୁଡିକ ଆଜିର ପେଟ୍ରୋଲ ଏବଂ ଡିଜେଲର ନୂଆ ମୂଲ୍ୟ ପ୍ରକାଶ କରିଛନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ପ୍ରତ୍ୟେକ ସହରରେ ଭିନ୍ନ ଭିନ୍ନ । ଏପରି ପରିସ୍ଥିତିରେ, ଯଦି ଆପଣ ଆପଣଙ୍କର ଗାଡ଼ିର ଟାଙ୍କ ଭରିବାକୁ ଚାହୁଁଛନ୍ତି, ତେବେ ପ୍ରଥମେ ଏଠାରେ ନିଜ ସହର ଇନ୍ଧନ ମୂଲ୍ୟ ଯାଞ୍ଚ କରନ୍ତୁ…
ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ବୃଦ୍ଧି ପାଇ ୧୦୧ ଟଙ୍କା ୦୬ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ଦୁଇ ୯୨ ଟଙ୍କା ୬୪ ପଇସା ରହିଛି । ସେହିପରି ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦର ଅପରିବର୍ତ୍ତିତ ରହିଛି । ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୪ ଟଙ୍କା ୭୨ ପଇସା ଓ ଡିଜେଲ ଦର ୮୭ ଟଙ୍କା ୬୨ ପଇସା ହୋଇଛି । ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୩ ଟଙ୍କା ୪୪ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୮୯ ଟଙ୍କା ୯୭ ପଇସା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୪ ଟଙ୍କା ୯୫ ପଇସା ଥିବାବେଳେ ଡିଜେଲ ଦର ୯୧ ଟଙ୍କା ୭୬ ପଇସା ରହିଛି । ଚେନ୍ନାଇରେ ପେଟ୍ରୋଲ ଦର ୧୦୦ ଟଙ୍କା ୭୫ ପଇସା ଥିବା ବେଳେ ଡିଜେଲ ଦାମ ୯୨ ଟଙ୍କା ୩୪ ପଇସା ରହିଛି ।
କେମିତି ଜାଣିବେ ଆପଣଙ୍କ ସହରରେ କେତେ ଅଛି ଦାମ୍:
ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ । ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ । ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ । ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ ।
ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ:
ସୂଚନା ମୁତାବକ, ପ୍ରତ୍ୟେକ ଦିନ ସକାଳ ୬ଟାରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ । ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ ।
The post ସ୍ଥିର ଅଛି ପେଟ୍ରୋଲ ଏବଂ ଡିଜେଲ ଦର , ଏଠାରେ ଦେଖନ୍ତୁ ମୂଲ୍ୟ appeared first on KNews Odisha.