ସ୍ନାନବେଦୀରେ ଶ୍ରୀଜୀଉଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ସ୍ନାନବେଦୀରେ ଶ୍ରୀଜୀଉଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଶ୍ରୀଜୀଉଙ୍କୁ ସସ୍ତ୍ରୀକ ଦର୍ଶନ କରିଛନ୍ତି। ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଗଜାନନ ବେଶରେ ଦର୍ଶନ ପରେ ମହାପ୍ରଭୁଙ୍କ ଦର୍ଶନ ସହ ମା’ ଲକ୍ଷ୍ମୀ, ବିମଳା ଓ ଅନ୍ୟାନ୍ୟ ପାର୍ଶ୍ଵ ଦେବାଦେବୀଙ୍କ ମନ୍ଦିର ଦର୍ଶନ କରିଥିଲେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ । ଶ୍ରୀସେତୁ ନିକଟରେ ପହଂଚିବା ପରେ ଶ୍ରୀମାର୍ଗ ଦେଇ ଆସିଲେ ଶ୍ରୀମନ୍ଦିର। ସ୍ନାନମଣ୍ଡପରେ ମହାପ୍ରଭୁଙ୍କ ଦୁର୍ଲ୍ଲଭ ହାତୀବେଶ ଦର୍ଶନ କଲେ। ପଶ୍ଚିମ ଦ୍ୱାର ନିକଟରେ ମୁଖ୍ୟ ଶାସନ ସଚିବ ପ୍ରଦୀପ […] The post ସ୍ନାନବେଦୀରେ ଶ୍ରୀଜୀଉଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ appeared first on KNews Odisha.

ସ୍ନାନବେଦୀରେ ଶ୍ରୀଜୀଉଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଶ୍ରୀଜୀଉଙ୍କୁ ସସ୍ତ୍ରୀକ ଦର୍ଶନ କରିଛନ୍ତି। ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଗଜାନନ ବେଶରେ ଦର୍ଶନ ପରେ ମହାପ୍ରଭୁଙ୍କ ଦର୍ଶନ ସହ ମା’ ଲକ୍ଷ୍ମୀ, ବିମଳା ଓ ଅନ୍ୟାନ୍ୟ ପାର୍ଶ୍ଵ ଦେବାଦେବୀଙ୍କ ମନ୍ଦିର ଦର୍ଶନ କରିଥିଲେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ।
ଶ୍ରୀସେତୁ ନିକଟରେ ପହଂଚିବା ପରେ ଶ୍ରୀମାର୍ଗ ଦେଇ ଆସିଲେ ଶ୍ରୀମନ୍ଦିର। ସ୍ନାନମଣ୍ଡପରେ ମହାପ୍ରଭୁଙ୍କ ଦୁର୍ଲ୍ଲଭ ହାତୀବେଶ ଦର୍ଶନ କଲେ। ପଶ୍ଚିମ ଦ୍ୱାର ନିକଟରେ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ପୂର୍ବତନ ବିଧାୟକ ଜୟନ୍ତ ଷଡଙ୍ଗୀ, ବିଜେପି କାର୍ଯ୍ୟକର୍ତ୍ତା ତାଙ୍କୁ ସ୍ୱାଗତ କରିଥିଲେ। ସେ ସସ୍ତ୍ରୀକ ଶ୍ରୀଜିଉଙ୍କୁ ସ୍ନାନବେଦୀରେ ଦର୍ଶନ କରିଛନ୍ତି ।
ଶ୍ରୀମନ୍ଦିରେରେ ସିଂହଦ୍ଵାର ନିକଟରୁ ସେବାୟତ ଓ ଶ୍ରୀମନ୍ଦିର ପ୍ରଶାସନିକ ଅଧିକାରୀ ମାନେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସ୍ବାଗତ କରିବା ସହ ଶ୍ରୀମନ୍ଦିର ଭିତରକୁ ପାଛୋଟି ନେଇଥିଲେ । ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଗଜାନନ ବେଶରେ ଦର୍ଶନ ପରେ ମହାପ୍ରଭୁଙ୍କ ଦର୍ଶନ ସହ ମା’ ଲକ୍ଷ୍ମୀ, ବିମଳା ଓ ଅନ୍ୟାନ୍ୟ ପାର୍ଶ୍ଵ ଦେବାଦେବୀଙ୍କ ମନ୍ଦିର ଦର୍ଶନ କରିଥିଲେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ।
The post ସ୍ନାନବେଦୀରେ ଶ୍ରୀଜୀଉଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ appeared first on KNews Odisha.