ସ୍ବାଧୀନ ପ୍ରାର୍ଥୀ ଭାବେ ନିର୍ବାଚନ ଲଢିବେ ଖାରବେଳ, କଲେ ଘୋଷଣା
ଭୁବନେଶ୍ୱର,୩।୫: ବାଲେଶ୍ୱର ସଂସଦୀୟ କ୍ଷେତ୍ରରୁ ସ୍ବାଧୀନ ଭାବେ ନିର୍ବାଚନ ଲଢିବାକୁ ଘୋଷଣା କଲେ ଖାରବେଳ ସ୍ବାଇଁ। ବାଲେଶ୍ୱରରୁ ଭାଜପା ଟିକେଟ୍ ପାଇଁ ଖାରବେଳ ଆଶାୟୀ ଥିଲେ। ହେଲେ ବାଲେଶ୍ୱରରୁ ପ୍ରତାପ ଷଡ଼ଙ୍ଗୀଙ୍କୁ ଦଳ ପ୍ରାର୍ଥୀ କରିଛି। ଯାହାକୁ ନେଇ ସେ ଅସନ୍ତୋଷ ଥିଲେ। ଏ ନେଇ ଖାରବେଳ ପୂର୍ବରୁ ମଧ୍ୟ ଏକ ଖବରଦାତା ସମ୍ମିଳନୀରେ କହିଥିଲେ, ସ୍ବାଧୀନ ପ୍ରାର୍ଥୀ ଭାବେ ବାଲେଶ୍ୱରରୁ ଲଢ଼ିବେ ଏବଂ ନିର୍ବାଚନରେ ବିଜୟୀ ହେଲେ ଭାଜପାରେ ଯୋଗଦେବେ। The post ସ୍ବାଧୀନ ପ୍ରାର୍ଥୀ ଭାବେ ନିର୍ବାଚନ ଲଢିବେ ଖାରବେଳ, କଲେ ଘୋଷଣା appeared first on Dharitri Odia News.
ଭୁବନେଶ୍ୱର,୩।୫: ବାଲେଶ୍ୱର ସଂସଦୀୟ କ୍ଷେତ୍ରରୁ ସ୍ବାଧୀନ ଭାବେ ନିର୍ବାଚନ ଲଢିବାକୁ ଘୋଷଣା କଲେ ଖାରବେଳ ସ୍ବାଇଁ। ବାଲେଶ୍ୱରରୁ ଭାଜପା ଟିକେଟ୍ ପାଇଁ ଖାରବେଳ ଆଶାୟୀ ଥିଲେ। ହେଲେ ବାଲେଶ୍ୱରରୁ ପ୍ରତାପ ଷଡ଼ଙ୍ଗୀଙ୍କୁ ଦଳ ପ୍ରାର୍ଥୀ କରିଛି। ଯାହାକୁ ନେଇ ସେ ଅସନ୍ତୋଷ ଥିଲେ।
ଏ ନେଇ ଖାରବେଳ ପୂର୍ବରୁ ମଧ୍ୟ ଏକ ଖବରଦାତା ସମ୍ମିଳନୀରେ କହିଥିଲେ, ସ୍ବାଧୀନ ପ୍ରାର୍ଥୀ ଭାବେ ବାଲେଶ୍ୱରରୁ ଲଢ଼ିବେ ଏବଂ ନିର୍ବାଚନରେ ବିଜୟୀ ହେଲେ ଭାଜପାରେ ଯୋଗଦେବେ।
The post ସ୍ବାଧୀନ ପ୍ରାର୍ଥୀ ଭାବେ ନିର୍ବାଚନ ଲଢିବେ ଖାରବେଳ, କଲେ ଘୋଷଣା appeared first on Dharitri Odia News.