ସ୍ବାଧୀନ ବିଧାୟକ ପ୍ରାର୍ଥୀ ଶିବଶଙ୍କର-ପ୍ରଦୀପ ପାଣିଗ୍ରାହୀ ହାତାହାତି
ବ୍ରହ୍ମପୁର,୧୩।୫: ଭାଜପା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ ଏବଂ ସ୍ବାଧୀନ ବିଧାୟକ ପ୍ରାର୍ଥୀ ଶିବଶଙ୍କର ଦାସ ହାତାହାତି ହୋଇଛନ୍ତି। ଗୋଷାଣୀ ନୂଆଗାଁ ଉତ୍କଳମଣି ୟୁପି ସ୍କୁଲ ବୁଥ ଆଗରେ ମୁହଁମୁହିଁ ହୋଇଛନ୍ତି। ଏହି ଆକ୍ରମଣରେ ପ୍ରଦୀପ ପାଣିଗ୍ରାହୀ ସାମାନ୍ୟ ଆହତ ସୂଚନା ମିଳିଛି। ଅନ୍ୟପଟେ, ଶିବଶଙ୍କର ଦାସ ଗୋଷାଣୀ ନୂଆଗାଁ ଥାନାରେ ଅଟକ ଅଛନ୍ତି। ଯାହା ପରେ ଥାନା ଆଗରେ ଶିବଶଙ୍କରଙ୍କ ସମର୍ଥକଙ୍କ ହୋହଲ୍ଲା କରିଛନ୍ତି। The post ସ୍ବାଧୀନ ବିଧାୟକ ପ୍ରାର୍ଥୀ ଶିବଶଙ୍କର-ପ୍ରଦୀପ ପାଣିଗ୍ରାହୀ ହାତାହାତି appeared first on Dharitri Odia News.
ବ୍ରହ୍ମପୁର,୧୩।୫: ଭାଜପା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ ଏବଂ ସ୍ବାଧୀନ ବିଧାୟକ ପ୍ରାର୍ଥୀ ଶିବଶଙ୍କର ଦାସ ହାତାହାତି ହୋଇଛନ୍ତି। ଗୋଷାଣୀ ନୂଆଗାଁ ଉତ୍କଳମଣି ୟୁପି ସ୍କୁଲ ବୁଥ ଆଗରେ ମୁହଁମୁହିଁ ହୋଇଛନ୍ତି। ଏହି ଆକ୍ରମଣରେ ପ୍ରଦୀପ ପାଣିଗ୍ରାହୀ ସାମାନ୍ୟ ଆହତ ସୂଚନା ମିଳିଛି। ଅନ୍ୟପଟେ, ଶିବଶଙ୍କର ଦାସ ଗୋଷାଣୀ ନୂଆଗାଁ ଥାନାରେ ଅଟକ ଅଛନ୍ତି। ଯାହା ପରେ ଥାନା ଆଗରେ ଶିବଶଙ୍କରଙ୍କ ସମର୍ଥକଙ୍କ ହୋହଲ୍ଲା କରିଛନ୍ତି।
The post ସ୍ବାଧୀନ ବିଧାୟକ ପ୍ରାର୍ଥୀ ଶିବଶଙ୍କର-ପ୍ରଦୀପ ପାଣିଗ୍ରାହୀ ହାତାହାତି appeared first on Dharitri Odia News.