ସ୍ବାଧୀନତା ସଂଗ୍ରାମୀଙ୍କ ପରିବାରକୁ ମିଳିବ ଭତ୍ତା, ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୯ା୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଆଜି ଅର୍ଥାତ୍ ଅଗଷ୍ଟ ୯ କ୍ରାନ୍ତି ଦିବସ ଅବସରରେ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ସ୍ବାଧୀନତା ସଂଗ୍ରାମୀଙ୍କ ପରିବାରକୁ ଭତ୍ତା ମିଳିବ ବୋଲି ଘୋଷଣା କରିଛନ୍ତି। କୁଟୁମ୍ବ ଯୋଜନାରେ ସରକାର ଏହି ଭତ୍ତା ପ୍ରଦାନ କରିବେ। ଏନେଇ ଖୁବ୍ଶୀଘ୍ର ସ୍ବାଧୀନତା ସଂଗ୍ରାମୀ ପରିବାରକୁ ଚିହ୍ନଟ କରାଯିବ। ଶହୀଦ ସ୍ମାରକୀ ସ୍ବାଧୀନତା ସଂଗ୍ରାମୀ ସଦନଠାରେ ରାଜ୍ୟ ସ୍ବାଧୀନତା ସଂଗ୍ରାମୀ ସମିତି ପକ୍ଷରୁ ଆୟୋଜିତ କ୍ରାନ୍ତି ଦିବସ ସମାରୋହରେ ମୁଖ୍ୟମନ୍ତ୍ରୀ ଯୋଗଦେଇ […] The post ସ୍ବାଧୀନତା ସଂଗ୍ରାମୀଙ୍କ ପରିବାରକୁ ମିଳିବ ଭତ୍ତା, ଘୋଷଣା କଲେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.
ଭୁବନେଶ୍ୱର,୯ା୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଆଜି ଅର୍ଥାତ୍ ଅଗଷ୍ଟ ୯ କ୍ରାନ୍ତି ଦିବସ ଅବସରରେ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ସ୍ବାଧୀନତା ସଂଗ୍ରାମୀଙ୍କ ପରିବାରକୁ ଭତ୍ତା ମିଳିବ ବୋଲି ଘୋଷଣା କରିଛନ୍ତି। କୁଟୁମ୍ବ ଯୋଜନାରେ ସରକାର ଏହି ଭତ୍ତା ପ୍ରଦାନ କରିବେ। ଏନେଇ ଖୁବ୍ଶୀଘ୍ର ସ୍ବାଧୀନତା ସଂଗ୍ରାମୀ ପରିବାରକୁ ଚିହ୍ନଟ କରାଯିବ।
ଶହୀଦ ସ୍ମାରକୀ ସ୍ବାଧୀନତା ସଂଗ୍ରାମୀ ସଦନଠାରେ ରାଜ୍ୟ ସ୍ବାଧୀନତା ସଂଗ୍ରାମୀ ସମିତି ପକ୍ଷରୁ ଆୟୋଜିତ କ୍ରାନ୍ତି ଦିବସ ସମାରୋହରେ ମୁଖ୍ୟମନ୍ତ୍ରୀ ଯୋଗଦେଇ ଏହି ଘୋଷଣା କରିଛନ୍ତି।
The post ସ୍ବାଧୀନତା ସଂଗ୍ରାମୀଙ୍କ ପରିବାରକୁ ମିଳିବ ଭତ୍ତା, ଘୋଷଣା କଲେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.