ସ୍ବାମୀଙ୍କୁ ହିଞ୍ଜଡ଼ା କହିବା ମାନସିକ ନିଷ୍ଠୁରତା: ହାଇକୋର୍ଟ

ଚଣ୍ଡିଗଡ଼,୨୪ା୧୦(ପି.ଟି.): ସ୍ବାମୀଙ୍କୁ ହିଞ୍ଜଡ଼ା କହିବା ମାନସିକ ନିଷ୍ଠୁରତା ବୋଲି ପଞ୍ଜାବ ଓ ହରିୟାଣା ହାଇକୋର୍ଟ କହିଛନ୍ତି। ଜଣେ ସ୍ବାମୀଙ୍କ ସପକ୍ଷରେ ପରିବାର ଅଦାଲତ ଜୁଲାଇରେ ଛାଡ଼ପତ୍ର ଆବେଦନକୁ ମଞ୍ଜୁରୀ ଦେଇଥିବାବେଳେ ହାଇକୋର୍ଟ ଏହାକୁ କାଏମ ରଖିଛନ୍ତି। ଫାମିଲି କୋର୍ଟଙ୍କ ରାୟକୁ ମହିଳା ଜଣକ ହାଇକୋର୍ଟରେ ଚ୍ୟାଲେଞ୍ଜ କରିଥିଲେ। The post ସ୍ବାମୀଙ୍କୁ ହିଞ୍ଜଡ଼ା କହିବା ମାନସିକ ନିଷ୍ଠୁରତା: ହାଇକୋର୍ଟ appeared first on Dharitri Odia News.

ସ୍ବାମୀଙ୍କୁ ହିଞ୍ଜଡ଼ା କହିବା ମାନସିକ ନିଷ୍ଠୁରତା: ହାଇକୋର୍ଟ

ଚଣ୍ଡିଗଡ଼,୨୪ା୧୦(ପି.ଟି.): ସ୍ବାମୀଙ୍କୁ ହିଞ୍ଜଡ଼ା କହିବା ମାନସିକ ନିଷ୍ଠୁରତା ବୋଲି ପଞ୍ଜାବ ଓ ହରିୟାଣା ହାଇକୋର୍ଟ କହିଛନ୍ତି। ଜଣେ ସ୍ବାମୀଙ୍କ ସପକ୍ଷରେ ପରିବାର ଅଦାଲତ ଜୁଲାଇରେ ଛାଡ଼ପତ୍ର ଆବେଦନକୁ ମଞ୍ଜୁରୀ ଦେଇଥିବାବେଳେ ହାଇକୋର୍ଟ ଏହାକୁ କାଏମ ରଖିଛନ୍ତି। ଫାମିଲି କୋର୍ଟଙ୍କ ରାୟକୁ ମହିଳା ଜଣକ ହାଇକୋର୍ଟରେ ଚ୍ୟାଲେଞ୍ଜ କରିଥିଲେ।

The post ସ୍ବାମୀଙ୍କୁ ହିଞ୍ଜଡ଼ା କହିବା ମାନସିକ ନିଷ୍ଠୁରତା: ହାଇକୋର୍ଟ appeared first on Dharitri Odia News.