ସ୍ବାସ୍ଥ୍ୟକେନ୍ଦ୍ର ସ୍ଥିତି ଦେଖି ତାଗିଦ୍‌ କଲେ ସ୍ବାସ୍ଥ୍ୟ ସଚିବ

ଧର୍ମଶାଳା,୧୬ା୬(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସୋମବାର ପୂର୍ବାହ୍ନରେ ସ୍ବାସ୍ଥ୍ୟ ସଚିବ ଆଶ୍ୱତି ଏସ୍‌ ପହଞ୍ଚି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସ୍ଥିତି ଦେଖି ଅସନ୍ତୋଷ ପ୍ରକାଶ କରିବା ସହ ଉପସ୍ଥିତ ଅଧିକାରୀ ଓ ଡାକ୍ତରମାନଙ୍କୁ ତାଗିଦ୍‌କରିଛନ୍ତି। ଦିନକୁ ଦିନ ରୋଗୀଙ୍କ ସଂଖ୍ୟା ବଢୁଥିବା ବେଳେ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପାରିପାଶର୍‌ବିକ ସ୍ଥିତି ଦେଖି ଅସନ୍ତୋଷ ପ୍ରକାଶ କରିଥିବା କିଛି ରୋଗୀ କହିଛନ୍ତି। The post ସ୍ବାସ୍ଥ୍ୟକେନ୍ଦ୍ର ସ୍ଥିତି ଦେଖି ତାଗିଦ୍‌ କଲେ ସ୍ବାସ୍ଥ୍ୟ ସଚିବ appeared first on Dharitri Odia News.

ସ୍ବାସ୍ଥ୍ୟକେନ୍ଦ୍ର ସ୍ଥିତି ଦେଖି ତାଗିଦ୍‌ କଲେ ସ୍ବାସ୍ଥ୍ୟ ସଚିବ

ଧର୍ମଶାଳା,୧୬ା୬(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସୋମବାର ପୂର୍ବାହ୍ନରେ ସ୍ବାସ୍ଥ୍ୟ ସଚିବ ଆଶ୍ୱତି ଏସ୍‌ ପହଞ୍ଚି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସ୍ଥିତି ଦେଖି ଅସନ୍ତୋଷ ପ୍ରକାଶ କରିବା ସହ ଉପସ୍ଥିତ ଅଧିକାରୀ ଓ ଡାକ୍ତରମାନଙ୍କୁ ତାଗିଦ୍‌କରିଛନ୍ତି। ଦିନକୁ ଦିନ ରୋଗୀଙ୍କ ସଂଖ୍ୟା ବଢୁଥିବା ବେଳେ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପାରିପାଶର୍‌ବିକ ସ୍ଥିତି ଦେଖି ଅସନ୍ତୋଷ ପ୍ରକାଶ କରିଥିବା କିଛି ରୋଗୀ କହିଛନ୍ତି।

The post ସ୍ବାସ୍ଥ୍ୟକେନ୍ଦ୍ର ସ୍ଥିତି ଦେଖି ତାଗିଦ୍‌ କଲେ ସ୍ବାସ୍ଥ୍ୟ ସଚିବ appeared first on Dharitri Odia News.