ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ପ୍ରତି ପରିବାରକୁ ମିଳିବ…

ଭୁବନେଶ୍ୱର,୧।୧୦: BSKYକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ରାଜ୍ୟରେ ଖୁବଶୀଘ୍ର ଆୟୁଷ୍ମାନ ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଲାଗୁ ହେବ। ଯୋଜନା ଲାଗୁ ପାଇଁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଭାରତ ସରକାରଙ୍କ ସହ MOU ହେବ, ସେନେଇ ପ୍ରସ୍ତୁତି ଚାଲିଛି। ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି, ଆୟୁଷ୍ମାନରେ ୬୭ ଲକ୍ଷ ପରିବାର ଅନ୍ତର୍ଭୁକ୍ତ ହେବେ। ବାକି ପରିବାର ଗୋପବନ୍ଧୁ ଯୋଜନାରେ ସୁବିଧା ପାଇବେ। ପ୍ରତି ପରିବାରକୁ ୫ଲକ୍ଷ ଓ ମହିଳାଙ୍କୁ […] The post ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ପ୍ରତି ପରିବାରକୁ ମିଳିବ… appeared first on Dharitri Odia News.

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ପ୍ରତି ପରିବାରକୁ ମିଳିବ…

ଭୁବନେଶ୍ୱର,୧।୧୦: BSKYକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ରାଜ୍ୟରେ ଖୁବଶୀଘ୍ର ଆୟୁଷ୍ମାନ ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଲାଗୁ ହେବ। ଯୋଜନା ଲାଗୁ ପାଇଁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଭାରତ ସରକାରଙ୍କ ସହ MOU ହେବ, ସେନେଇ ପ୍ରସ୍ତୁତି ଚାଲିଛି।

ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି, ଆୟୁଷ୍ମାନରେ ୬୭ ଲକ୍ଷ ପରିବାର ଅନ୍ତର୍ଭୁକ୍ତ ହେବେ। ବାକି ପରିବାର ଗୋପବନ୍ଧୁ ଯୋଜନାରେ ସୁବିଧା ପାଇବେ। ପ୍ରତି ପରିବାରକୁ ୫ଲକ୍ଷ ଓ ମହିଳାଙ୍କୁ ୧୦ ଲକ୍ଷ ମିଳିବ। ୭୦ବର୍ଷରୁ ଅଧିକ ବୟସ୍କ ଯୋଜନାରେ ସାମିଲ ହେବେ। ୨୭ ହଜାରରୁ ଅଧିକ ହସ୍ପିଟାଲରେ ଏହି କାର୍ଡ କାମ କରିବ।

The post ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ପ୍ରତି ପରିବାରକୁ ମିଳିବ… appeared first on Dharitri Odia News.