ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଫେବୃଆରୀରୁ ରାଜ୍ୟରେ ଆୟୁଷ୍ମାନ ଭାରତ

ଭୁବନେଶ୍ୱର,୩୦।୧୨: ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୋମବାର ରାଜ୍ୟବାସୀଙ୍କ ପାଇଁ ଏକ ବଡ଼ ବୟାନ ଦେଇଛନ୍ତି। ୨୦୨୫ ଫେବୃଆରୀ ମାସରୁ ରାଜ୍ୟରେ ଆୟୁଷ୍ମାନ ଭାରତ ଲାଗୁ ହେବ ବୋଲି ସ୍ବାସ୍ଥ୍ୟ ମନ୍ତ୍ରୀ କହିଛନ୍ତି। ଏପରିକି ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ମଧ୍ୟ ଲାଗୁ କରାଯିବ ବୋଲି ମନ୍ତ୍ରୀ ପ୍ରକାଶ କରିଛନ୍ତି। ରାଜ୍ୟର ସାଢ଼େ ୩ କୋଟି ଲୋକଙ୍କୁ ଏହି କାର୍ଡ ମିଳିବ। ଏହା ଦ୍ୱାରା ରାଜ୍ୟବାସୀ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଉପକୃତ ହୋଇ ପାରିବେ। The post ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଫେବୃଆରୀରୁ ରାଜ୍ୟରେ ଆୟୁଷ୍ମାନ ଭାରତ appeared first on Dharitri Odia News.

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଫେବୃଆରୀରୁ ରାଜ୍ୟରେ ଆୟୁଷ୍ମାନ ଭାରତ

ଭୁବନେଶ୍ୱର,୩୦।୧୨: ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୋମବାର ରାଜ୍ୟବାସୀଙ୍କ ପାଇଁ ଏକ ବଡ଼ ବୟାନ ଦେଇଛନ୍ତି। ୨୦୨୫ ଫେବୃଆରୀ ମାସରୁ ରାଜ୍ୟରେ ଆୟୁଷ୍ମାନ ଭାରତ ଲାଗୁ ହେବ ବୋଲି ସ୍ବାସ୍ଥ୍ୟ ମନ୍ତ୍ରୀ କହିଛନ୍ତି।

ଏପରିକି ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ମଧ୍ୟ ଲାଗୁ କରାଯିବ ବୋଲି ମନ୍ତ୍ରୀ ପ୍ରକାଶ କରିଛନ୍ତି। ରାଜ୍ୟର ସାଢ଼େ ୩ କୋଟି ଲୋକଙ୍କୁ ଏହି କାର୍ଡ ମିଳିବ। ଏହା ଦ୍ୱାରା ରାଜ୍ୟବାସୀ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଉପକୃତ ହୋଇ ପାରିବେ।

The post ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଫେବୃଆରୀରୁ ରାଜ୍ୟରେ ଆୟୁଷ୍ମାନ ଭାରତ appeared first on Dharitri Odia News.