ସ୍ମାଇଲ ଗୋଲ୍ଡର ଆକର୍ଷଣୀୟ ଅଫର

ଭୁବନେଶ୍ୱର,୩୦ା୧୦: ସ୍ମାଇଲ ଗୋଲ୍ଡ ଜୁଏଲର୍ସର ବହୁ ପ୍ରତୀକ୍ଷିତ ସ୍କିମ୍‌ ତଥା ଧନ୍‌ତେରସ ଅଫର୍‌ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏହି ଅଫର ସ୍ବଳ୍ପ ଅବଧି ଲାଗି ଉପଲବ୍ଧ ରହିଛି। ଏପରିକି ଏହି ଅଫର ଜରିଆରେ ଗ୍ରାହକଙ୍କୁ ସୁନାଗହଣାର ଗଢ଼ା ମଜୁରି ଉପରେ ଫ୍ଲାଟ୍‌ ୪୮୯ ଟଙ୍କାର ରିହାତି ଦିଆଯାଉଛି। ସେହିଭଳି ରୁପାଗହଣା ଉପରେ ୫୦% ପର୍ଯ୍ୟନ୍ତ ରିହାତି ପ୍ରଦାନ କରାଯାଉଥିବାବେଳେ ହୀରାଗହଣା ଉପରେ ୨୫% ପର୍ଯ୍ୟନ୍ତ ରିହାତି ଗ୍ରାହକଙ୍କୁ ଯୋଗାଇ ଦିଆଯାଉଛି। ଏପରିକି ବ୍ରାଣ୍ଡେଡ୍‌ ହାତଘଣ୍ଟା ଓ ଫ୍ରେମ୍‌ […] The post ସ୍ମାଇଲ ଗୋଲ୍ଡର ଆକର୍ଷଣୀୟ ଅଫର appeared first on Dharitri Odia News.

ସ୍ମାଇଲ ଗୋଲ୍ଡର ଆକର୍ଷଣୀୟ ଅଫର

ଭୁବନେଶ୍ୱର,୩୦ା୧୦: ସ୍ମାଇଲ ଗୋଲ୍ଡ ଜୁଏଲର୍ସର ବହୁ ପ୍ରତୀକ୍ଷିତ ସ୍କିମ୍‌ ତଥା ଧନ୍‌ତେରସ ଅଫର୍‌ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏହି ଅଫର ସ୍ବଳ୍ପ ଅବଧି ଲାଗି ଉପଲବ୍ଧ ରହିଛି। ଏପରିକି ଏହି ଅଫର ଜରିଆରେ ଗ୍ରାହକଙ୍କୁ ସୁନାଗହଣାର ଗଢ଼ା ମଜୁରି ଉପରେ ଫ୍ଲାଟ୍‌ ୪୮୯ ଟଙ୍କାର ରିହାତି ଦିଆଯାଉଛି। ସେହିଭଳି ରୁପାଗହଣା ଉପରେ ୫୦% ପର୍ଯ୍ୟନ୍ତ ରିହାତି ପ୍ରଦାନ କରାଯାଉଥିବାବେଳେ ହୀରାଗହଣା ଉପରେ ୨୫% ପର୍ଯ୍ୟନ୍ତ ରିହାତି ଗ୍ରାହକଙ୍କୁ ଯୋଗାଇ ଦିଆଯାଉଛି। ଏପରିକି ବ୍ରାଣ୍ଡେଡ୍‌ ହାତଘଣ୍ଟା ଓ ଫ୍ରେମ୍‌ ଆଇଟମ୍‌ ଉପରେ ୨୫% ଲେଖାଏଁ ରିହାତି ପ୍ରଦାନ କରାଯାଉଛି। ଏ ନେଇ ସ୍ମାଇଲ ଗୋଲ୍ଡ ଜୁଏଲର୍ସର ଏମ୍‌ଡି ଇଂ. ବାବୁରାମ ସ୍ବାଇଁ କହିଥିଲେ, ଆମେ ଆମର ଧନ୍‌ତେରସ ଅଫରର ଶୁଭାରମ୍ଭ କରି ବେଶ୍‌ ଉତ୍ସାହିତ ଅଛୁ। ଏପରିକି ଆଶାୟୀ ଗ୍ରାହକମାନେ ଏହି ଆକର୍ଷଣୀୟ ଅଫରର ଲାଭ ଉଠାଇବା ସହିତ ସେମାନଙ୍କ ମନପସନ୍ଦର ସାମଗ୍ରୀ ଘରକୁ ନେଇପାରିବେ ବୋଲି ସେ ବିସ୍ତୃତ ଭାବେ ମତପ୍ରକାଶ କରିଛନ୍ତି।

The post ସ୍ମାଇଲ ଗୋଲ୍ଡର ଆକର୍ଷଣୀୟ ଅଫର appeared first on Dharitri Odia News.