ସ୍ମାର୍ଟ-୩ ଆଣ୍ଟି ସବମେରାଇନ ମିଶାଇଲ୍‌ର ସଫଳ ପରୀକ୍ଷଣ

ବାଲେଶ୍ବର ଅଫିସ,୧।୩ (ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ଚାନ୍ଦିପୁର ଡିଆରଡିଓ ଅଧିନସ୍ଥ ଧାମରା ସ୍ଥିତ ଅବଦୁଲ କଲାମ ଦ୍ବୀପରୁ ସ୍ମାର୍ଟ-୩ ଆଣ୍ଟି ସବମେରାଇନ ମିଶାଇଲର ବୁଧବାର ସଫଳ ପରୀକ୍ଷଣ ହୋଇଛି। ସକାଳ ୮ଟା ୩୫ ମିନିଟରେ ଏହାର ପରୀକ୍ଷଣ ହୋଇଥିବା ଜଣାଯାଇଛି। ଡିଆରଡିଓ ପ୍ରସ୍ତୁତ ଏହି ମିସାଇଲର ୬୩୪ କିଲୋମିଟର ପର୍ଯ୍ୟନ୍ତ ଲକ୍ଷଭେଦ କ୍ଷମତା ରହିଛି। ଶତ୍ରୁପକ୍ଷର ସମସ୍ତ ଟାର୍ଗେଟକୁ ଏହା ଧ୍ୱଂସ କରିବାରେ ସକ୍ଷମ ବୋଲି ସୂଚନା ମିଳିଛି। The post ସ୍ମାର୍ଟ-୩ ଆଣ୍ଟି ସବମେରାଇନ ମିଶାଇଲ୍‌ର ସଫଳ ପରୀକ୍ଷଣ appeared first on Dharitri Odia News.

ସ୍ମାର୍ଟ-୩ ଆଣ୍ଟି ସବମେରାଇନ ମିଶାଇଲ୍‌ର ସଫଳ ପରୀକ୍ଷଣ

ବାଲେଶ୍ବର ଅଫିସ,୧।୩ (ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ଚାନ୍ଦିପୁର ଡିଆରଡିଓ ଅଧିନସ୍ଥ ଧାମରା ସ୍ଥିତ ଅବଦୁଲ କଲାମ ଦ୍ବୀପରୁ ସ୍ମାର୍ଟ-୩ ଆଣ୍ଟି ସବମେରାଇନ ମିଶାଇଲର ବୁଧବାର ସଫଳ ପରୀକ୍ଷଣ ହୋଇଛି। ସକାଳ ୮ଟା ୩୫ ମିନିଟରେ ଏହାର ପରୀକ୍ଷଣ ହୋଇଥିବା ଜଣାଯାଇଛି। ଡିଆରଡିଓ ପ୍ରସ୍ତୁତ ଏହି ମିସାଇଲର ୬୩୪ କିଲୋମିଟର ପର୍ଯ୍ୟନ୍ତ ଲକ୍ଷଭେଦ କ୍ଷମତା ରହିଛି। ଶତ୍ରୁପକ୍ଷର ସମସ୍ତ ଟାର୍ଗେଟକୁ ଏହା ଧ୍ୱଂସ କରିବାରେ ସକ୍ଷମ ବୋଲି ସୂଚନା ମିଳିଛି।

The post ସ୍ମାର୍ଟ-୩ ଆଣ୍ଟି ସବମେରାଇନ ମିଶାଇଲ୍‌ର ସଫଳ ପରୀକ୍ଷଣ appeared first on Dharitri Odia News.