ସ୍ୱରାଷ୍ଟ୍ର ମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ସ୍ୱରାଷ୍ଟ୍ର ମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ଦିଲ୍ଲୀରେ ସ୍ୱରାଷ୍ଟ୍ର ମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ନର୍ଥ ବ୍ଲକରେ ସ୍ୱରାଷ୍ଟ୍ର ମନ୍ତ୍ରାଳୟକୁ ଯାଇ ଅମିତ୍ ଶାହଙ୍କୁ ଭେଟିଲେ । ରାଜ୍ୟର ଆଇନଶୃଙ୍ଖଳା ଓ ଅନ୍ୟାନ୍ୟ ପ୍ରସଙ୍ଗରେ ଆଲୋଚନା ସୂଚନା ।

ସ୍ୱରାଷ୍ଟ୍ର ମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ
Array