ସ୍ୱାତି ମାଲିଓ୍ଵାଲ ମାମଲା: ଜୁନ୍ ୨୨ ଯାଏ ବଢ଼ିଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ
ଆମ୍ ଆଦ୍ମୀ ପାର୍ଟିର ରାଜ୍ୟସଭା ସାଂସଦ ସ୍ୱାତି ମାଲିଓ୍ଵାଲଙ୍କ ମାମଲାରେ ବଢ଼ିଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ । ସ୍ୱାତି ମାଲିଓ୍ଵାଲଙ୍କୁ ମାଡ଼ ମାମଲାର ଅଭିଯୁକ୍ତ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ଘନିଷ୍ଠ ବିଭବ କୁମାରଙ୍କ ନ୍ୟାୟିକ ହେପାଜତକୁ ଜୁନ୍ ୨୨ ଯାଏ ବଢ଼ାଇ ଦିଆଯାଇଛି । ତାଙ୍କ ବିରୋଧରେ ହୋଇଥିବା ଅଭିଯୋଗ ମୁତାବକ, ମେ’ ୧୩ରେ ସିଏମ୍ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ବାସଭବନରେ ସେ ସ୍ୱାତି ମାଲିଓ୍ଵାଲଙ୍କ ସହ ମାରପିଟ କରିଥିଲେ । ଏହି ଘଟଣାରେ ଦିଲ୍ଲୀ ପୋଲିସ […] The post ସ୍ୱାତି ମାଲିଓ୍ଵାଲ ମାମଲା: ଜୁନ୍ ୨୨ ଯାଏ ବଢ଼ିଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ appeared first on KNews Odisha.

ଆମ୍ ଆଦ୍ମୀ ପାର୍ଟିର ରାଜ୍ୟସଭା ସାଂସଦ ସ୍ୱାତି ମାଲିଓ୍ଵାଲଙ୍କ ମାମଲାରେ ବଢ଼ିଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ । ସ୍ୱାତି ମାଲିଓ୍ଵାଲଙ୍କୁ ମାଡ଼ ମାମଲାର ଅଭିଯୁକ୍ତ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ଘନିଷ୍ଠ ବିଭବ କୁମାରଙ୍କ ନ୍ୟାୟିକ ହେପାଜତକୁ ଜୁନ୍ ୨୨ ଯାଏ ବଢ଼ାଇ ଦିଆଯାଇଛି ।
ତାଙ୍କ ବିରୋଧରେ ହୋଇଥିବା ଅଭିଯୋଗ ମୁତାବକ, ମେ’ ୧୩ରେ ସିଏମ୍ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ବାସଭବନରେ ସେ ସ୍ୱାତି ମାଲିଓ୍ଵାଲଙ୍କ ସହ ମାରପିଟ କରିଥିଲେ । ଏହି ଘଟଣାରେ ଦିଲ୍ଲୀ ପୋଲିସ ତାଙ୍କୁ ଗିରଫ କରିଥିଲା ।
The post ସ୍ୱାତି ମାଲିଓ୍ଵାଲ ମାମଲା: ଜୁନ୍ ୨୨ ଯାଏ ବଢ଼ିଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ appeared first on KNews Odisha.