ହଜାରେ ଟଙ୍କା ଦେଉଛି କିଏ ?

ରାସନ୍‌କାର୍ଡ ହିତାଧିକାରୀଙ୍କୁ ୧୦୦୦ ଟଙ୍କା ଦେଉଛି କିଏ?

ହଜାରେ ଟଙ୍କା ଦେଉଛି କିଏ ?

ରାସନ୍‌କାର୍ଡ ହିତାଧିକାରୀଙ୍କୁ ୧୦୦୦ ଟଙ୍କା ଦେଉଛି କିଏ? କେନ୍ଦ୍ର ସରକାର ନା ରାଜ୍ୟ ସରକାର। ଟଙ୍କା ବଣ୍ଟନ ବେଳେ ଦିଆଯାଉଥିବା ରସିଦ୍‌କୁ ନେଇ ଏପରି ଦ୍ୱନ୍ଦ୍ୱ ସୃଷ୍ଟି ହୋଇଛି। ରାସନକାର୍ଡ଼ ହିତାଧିକାରୀଙ୍କୁ ଦିଆଯାଇଥିବା ରସିଦ୍‌ ଉପରେ ‘ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନା’ ଲେଖାଯାଇଛି। ତା’ ତଳେ ଲେଖାଯାଇଛି ହଜାରେ ଟଙ୍କା। ସେହି ରସିଦରୁ ସ୍ପଷ୍ଟ ଭାବେ ଜଣାପଡୁଛି ଯେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନାରୁ ରାସନ୍‌କାର୍ଡଧାରୀଙ୍କୁ ହଜାରେ ଟଙ୍କା ଦିଆଯାଉଛି।