ହରିୟାଣାରେ ନୂଆ ସରକାରଙ୍କ ଆଜି ଅଗ୍ନି ପରୀକ୍ଷା, ପ୍ରମାଣ କରିବାକୁ ହେବ ବହୁମତ
ଚଣ୍ଡିଗଡ,୧୩।୩: ହରିୟାଣାରେ ଭାରତୀୟ ଜନତା ପାର୍ଟି ନିଜର ସହଯୋଗୀ ଦଳ ୟଜେଜେପି ସହିତ ମେଣ୍ଟ ଭାଙ୍ଗି ନାୟବ ସିଂ ସଇନିଙ୍କୁ ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ କରିଛି। ମଙ୍ଗଳବାର ନାୟବ ସିଂ ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ବର୍ତ୍ତମାନ ହରିୟାଣାର ନୂତନ ସରକାରଙ୍କୁ ବୁଧବାର ପୂର୍ବାହ୍ନ ୧୧ଟାରେ ବିଧାନସଭାରେ ନିଜର ସଂଖ୍ୟାଗରିଷ୍ଠତା ପ୍ରମାଣ କରିବାକୁ ପଡିବ। ମଙ୍ଗଳବାର ସାରେ ଚଣ୍ଡିଗଡ଼ରେ ଅନୁଷ୍ଠିତ ଏକ ସମାରୋହରେ ଭାଜପାର ନାୟବ ସିଂ ହରିୟାଣାର ନୂତନ ମୁଖ୍ୟମନ୍ତ୍ରୀ ଭାବେ […] The post ହରିୟାଣାରେ ନୂଆ ସରକାରଙ୍କ ଆଜି ଅଗ୍ନି ପରୀକ୍ଷା, ପ୍ରମାଣ କରିବାକୁ ହେବ ବହୁମତ appeared first on Dharitri Odia News.
ଚଣ୍ଡିଗଡ,୧୩।୩: ହରିୟାଣାରେ ଭାରତୀୟ ଜନତା ପାର୍ଟି ନିଜର ସହଯୋଗୀ ଦଳ ୟଜେଜେପି ସହିତ ମେଣ୍ଟ ଭାଙ୍ଗି ନାୟବ ସିଂ ସଇନିଙ୍କୁ ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ କରିଛି। ମଙ୍ଗଳବାର ନାୟବ ସିଂ ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ବର୍ତ୍ତମାନ ହରିୟାଣାର ନୂତନ ସରକାରଙ୍କୁ ବୁଧବାର ପୂର୍ବାହ୍ନ ୧୧ଟାରେ ବିଧାନସଭାରେ ନିଜର ସଂଖ୍ୟାଗରିଷ୍ଠତା ପ୍ରମାଣ କରିବାକୁ ପଡିବ।
ମଙ୍ଗଳବାର ସାରେ ଚଣ୍ଡିଗଡ଼ରେ ଅନୁଷ୍ଠିତ ଏକ ସମାରୋହରେ ଭାଜପାର ନାୟବ ସିଂ ହରିୟାଣାର ନୂତନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିଲେ। ଏହାର କିଛି ଘଣ୍ଟା ପୂର୍ବରୁ ମନୋହର ଲାଲ ଖଟ୍ଟର ତାଙ୍କ କ୍ୟାବିନେଟ ମନ୍ତ୍ରୀଙ୍କ ସହ ଇସ୍ତଫା ଦେଇଥିଲେ।
The post ହରିୟାଣାରେ ନୂଆ ସରକାରଙ୍କ ଆଜି ଅଗ୍ନି ପରୀକ୍ଷା, ପ୍ରମାଣ କରିବାକୁ ହେବ ବହୁମତ appeared first on Dharitri Odia News.