ହସ୍ପିଟାଲରୁ ପିଲା ଚୋରି ହେଲେ ଲାଇସେନ୍ସ ହେବ ରଦ୍ଦ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୫।୪: ଶିଶୁ ଚାଲାଣ ମାମଲା ଉପରେ ସୁପ୍ରିମକୋର୍ଟ ଏକ ବଡ଼ ନିଷ୍ପତ୍ତି ଦେଇଛନ୍ତି। ନବଜାତ ଶିଶୁ ଚୋରି ସହ ଜଡିତ ମାମଲା ଉପରେ ରାଜ୍ୟ ସରକାରମାନେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଉଚିତ ବୋଲି କୋର୍ଟ କହିଛନ୍ତି। ପ୍ରଥମତଃ, ଯେଉଁ ହସ୍ପିଟାଲରୁ ନବଜାତ ଶିଶୁ ଚୋରି ହୁଏ, ସେହି ହସ୍ପିଟାଲର ଲାଇସେନ୍ସ ବାତିଲ କରାଯିବା ଉଚିତ। The post ହସ୍ପିଟାଲରୁ ପିଲା ଚୋରି ହେଲେ ଲାଇସେନ୍ସ ହେବ ରଦ୍ଦ: ସୁପ୍ରିମକୋର୍ଟ appeared first on Dharitri Odia News.

ହସ୍ପିଟାଲରୁ ପିଲା ଚୋରି ହେଲେ ଲାଇସେନ୍ସ ହେବ ରଦ୍ଦ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୫।୪: ଶିଶୁ ଚାଲାଣ ମାମଲା ଉପରେ ସୁପ୍ରିମକୋର୍ଟ ଏକ ବଡ଼ ନିଷ୍ପତ୍ତି ଦେଇଛନ୍ତି। ନବଜାତ ଶିଶୁ ଚୋରି ସହ ଜଡିତ ମାମଲା ଉପରେ ରାଜ୍ୟ ସରକାରମାନେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଉଚିତ ବୋଲି କୋର୍ଟ କହିଛନ୍ତି। ପ୍ରଥମତଃ, ଯେଉଁ ହସ୍ପିଟାଲରୁ ନବଜାତ ଶିଶୁ ଚୋରି ହୁଏ, ସେହି ହସ୍ପିଟାଲର ଲାଇସେନ୍ସ ବାତିଲ କରାଯିବା ଉଚିତ।

The post ହସ୍ପିଟାଲରୁ ପିଲା ଚୋରି ହେଲେ ଲାଇସେନ୍ସ ହେବ ରଦ୍ଦ: ସୁପ୍ରିମକୋର୍ଟ appeared first on Dharitri Odia News.