ହସ୍ପିଟାଲରେ ଥାଇ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ପ୍ରଦୀପ, କହିଲେ…

ଭୁବନେଶ୍ୱର,୧୬।୫: ବ୍ରହ୍ମପୁରର ଭାଜପା ଲୋକ ସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି। ଚିଠିରେ ସେ ସୁରକ୍ଷା ଦାବି କରିଛନ୍ତି। ପ୍ରଦୀପ ଲେଖିଛନ୍ତି, ମୋ ଜୀବନ ପ୍ରତି ବିପଦ ରହିଛି। ମୁଁ ନିଜକୁ ଅସୁରକ୍ଷିତ ମନେ କରଛି। ତେଣୁ ମତେ ସୁରକ୍ଷା ଯୋଗାଇ ଦିଅନ୍ତୁ। ସୋମବାର ଗୋଷାଣୀ ନୂଆଗାଁ ଉତ୍କଳମଣି ୟୁପି ସ୍କୁଲ ବୁଥ୍‌ ଆଗରେ ଭାଜପା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ ଏବଂ ସ୍ବାଧୀନ ବିଧାୟକ ପ୍ରାର୍ଥୀ ଶିବଶଙ୍କର ଦାସ ହାତାହାତି ହୋଇଥିଲେ। […] The post ହସ୍ପିଟାଲରେ ଥାଇ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ପ୍ରଦୀପ, କହିଲେ… appeared first on Dharitri Odia News.

ହସ୍ପିଟାଲରେ ଥାଇ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ପ୍ରଦୀପ, କହିଲେ…

ଭୁବନେଶ୍ୱର,୧୬।୫: ବ୍ରହ୍ମପୁରର ଭାଜପା ଲୋକ ସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି। ଚିଠିରେ ସେ ସୁରକ୍ଷା ଦାବି କରିଛନ୍ତି। ପ୍ରଦୀପ ଲେଖିଛନ୍ତି, ମୋ ଜୀବନ ପ୍ରତି ବିପଦ ରହିଛି। ମୁଁ ନିଜକୁ ଅସୁରକ୍ଷିତ ମନେ କରଛି। ତେଣୁ ମତେ ସୁରକ୍ଷା ଯୋଗାଇ ଦିଅନ୍ତୁ।

ସୋମବାର ଗୋଷାଣୀ ନୂଆଗାଁ ଉତ୍କଳମଣି ୟୁପି ସ୍କୁଲ ବୁଥ୍‌ ଆଗରେ ଭାଜପା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ ଏବଂ ସ୍ବାଧୀନ ବିଧାୟକ ପ୍ରାର୍ଥୀ ଶିବଶଙ୍କର ଦାସ ହାତାହାତି ହୋଇଥିଲେ। ଏହି ଆକ୍ରମଣରେ ପ୍ରଦୀପ ପାଣିଗ୍ରାହୀ ଆହତ ହୋଇ ପ୍ରଦୀପଙ୍କୁ ଏମ୍ସରେ ଚିକିତ୍ସିତ ହୋଉଛନ୍ତି। ଅନ୍ୟପଟେ, ଏହି ଘଟଣାକୁ ନେଇ ଶିବଶଙ୍କର ଦାସଙ୍କୁ ନାଁରେ ମାମଲା ରୁଜୁ ହେବା ପରେ ତାଙ୍କୁ ଗିରଫ କରାଯାଇଛି।

The post ହସ୍ପିଟାଲରେ ଥାଇ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ପ୍ରଦୀପ, କହିଲେ… appeared first on Dharitri Odia News.