ହାଇକୋର୍ଟର ସବୁ ବିଚାରପତି ପାଇବେ ପୂର୍ଣ୍ଣ ପେନ୍‌ସନ୍‌

କଟକ,୧୯ା୫: ଏଣିକି ହାଇକୋର୍ଟର ସମସ୍ତ ଅବରସରପ୍ରାପ୍ତ ବିଚାରପତି ପୂର୍ଣ୍ଣ ପେନସନ ପାଇବେ। ଏନେଇ CJIଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ଏହି ରାୟ ଶୁଣାଇଛନ୍ତି। ଯେକୌଣସି ତାରିଖରେ ଯୋଗ ଦେଇଥିଲେ ବି ପୂର୍ଣ୍ଣ ପେନ୍‌ସନ୍‌ ମିଳିବ। ଏଥିସହିତ ହାଇକୋର୍ଟର ଅତିରିକ୍ତ ବିଚାରପତିମାନେ ବି ପୂର୍ଣ୍ଣ ପେନ୍‌ସନ୍‌ ପାଇବେ। ଅତିରିକ୍ତ ଓ ସ୍ଥାୟୀ ବିଚାରପତିଙ୍କ ମଧ୍ୟରେ ପେନ୍‌ସନ୍‌ ପାର୍ଥକ୍ୟ ମନା ରହିଛି। The post ହାଇକୋର୍ଟର ସବୁ ବିଚାରପତି ପାଇବେ ପୂର୍ଣ୍ଣ ପେନ୍‌ସନ୍‌ appeared first on Dharitri Odia News.

ହାଇକୋର୍ଟର ସବୁ ବିଚାରପତି ପାଇବେ ପୂର୍ଣ୍ଣ ପେନ୍‌ସନ୍‌

କଟକ,୧୯ା୫: ଏଣିକି ହାଇକୋର୍ଟର ସମସ୍ତ ଅବରସରପ୍ରାପ୍ତ ବିଚାରପତି ପୂର୍ଣ୍ଣ ପେନସନ ପାଇବେ। ଏନେଇ CJIଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ଏହି ରାୟ ଶୁଣାଇଛନ୍ତି। ଯେକୌଣସି ତାରିଖରେ ଯୋଗ ଦେଇଥିଲେ ବି ପୂର୍ଣ୍ଣ ପେନ୍‌ସନ୍‌ ମିଳିବ। ଏଥିସହିତ ହାଇକୋର୍ଟର ଅତିରିକ୍ତ ବିଚାରପତିମାନେ ବି ପୂର୍ଣ୍ଣ ପେନ୍‌ସନ୍‌ ପାଇବେ। ଅତିରିକ୍ତ ଓ ସ୍ଥାୟୀ ବିଚାରପତିଙ୍କ ମଧ୍ୟରେ ପେନ୍‌ସନ୍‌ ପାର୍ଥକ୍ୟ ମନା ରହିଛି।

The post ହାଇକୋର୍ଟର ସବୁ ବିଚାରପତି ପାଇବେ ପୂର୍ଣ୍ଣ ପେନ୍‌ସନ୍‌ appeared first on Dharitri Odia News.