ହାଇଟେକ ବିସ୍ଫୋରଣ ଘଟଣା: ନିଜକୁ ଦିଲ୍ଲୀପ କହୁଥିବା ବ୍ୟକ୍ତିଙ୍କ ମୃତ୍ୟୁ
ଭୁବନେଶ୍ବର,୬।୧(ସୂର୍ଯ୍ୟକାନ୍ତ ବେହେରା): ହାଇଟେକ ମେଡିକାଲ ବିସ୍ଫୋରଣ ଘଟଣାରେ ଆଉ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ନିଜକୁ ଦିଲ୍ଲୀପ ସାମନ୍ତରାୟ କହୁଥିବା ବ୍ୟକ୍ତି। ଶନିବାର ଭୋରରେ ତାଙ୍କର ମୃତ୍ୟୁ ହୋଇଛି। ହାଇଟେକ ମେଡିକାଲ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି। The post ହାଇଟେକ ବିସ୍ଫୋରଣ ଘଟଣା: ନିଜକୁ ଦିଲ୍ଲୀପ କହୁଥିବା ବ୍ୟକ୍ତିଙ୍କ ମୃତ୍ୟୁ appeared first on Dharitri Odia News.
ଭୁବନେଶ୍ବର,୬।୧(ସୂର୍ଯ୍ୟକାନ୍ତ ବେହେରା): ହାଇଟେକ ମେଡିକାଲ ବିସ୍ଫୋରଣ ଘଟଣାରେ ଆଉ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ନିଜକୁ ଦିଲ୍ଲୀପ ସାମନ୍ତରାୟ କହୁଥିବା ବ୍ୟକ୍ତି। ଶନିବାର ଭୋରରେ ତାଙ୍କର ମୃତ୍ୟୁ ହୋଇଛି। ହାଇଟେକ ମେଡିକାଲ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି।
The post ହାଇଟେକ ବିସ୍ଫୋରଣ ଘଟଣା: ନିଜକୁ ଦିଲ୍ଲୀପ କହୁଥିବା ବ୍ୟକ୍ତିଙ୍କ ମୃତ୍ୟୁ appeared first on Dharitri Odia News.