ହାଇସ୍କୁଲରୁ ହଟିବ ୫ଟି ଚାର୍ଟର୍
ଭୁବନେଶ୍ୱର,୧୩।୬: ରୂପାନ୍ତରିତ ହାଇସ୍କୁଲଗୁଡ଼ିକରୁ ହଟିବ ୫ଟି ଚାର୍ଟର୍। ଏନେଇ ରାଜ୍ୟ ସରକାରଙ୍କ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପ୍ରିନ୍ସପାଲ ସେକ୍ରେଟାରୀଙ୍କ ଏକ ନିର୍ଦ୍ଦେଶ କ୍ରମେ ୫ଟି ଚାର୍ଟର୍ ତୁରନ୍ତ ହଟାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ସବୁ ଜିଲା ଶିକ୍ଷାଧିକାରୀଙ୍କୁ ଓସେପା ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ପକ୍ଷରୁ ଚିଠି ମାଧ୍ୟମରେ ଜଣାଇ ଦିଆଯାଇଛି। The post ହାଇସ୍କୁଲରୁ ହଟିବ ୫ଟି ଚାର୍ଟର୍ appeared first on Dharitri Odia News.
ଭୁବନେଶ୍ୱର,୧୩।୬: ରୂପାନ୍ତରିତ ହାଇସ୍କୁଲଗୁଡ଼ିକରୁ ହଟିବ ୫ଟି ଚାର୍ଟର୍। ଏନେଇ ରାଜ୍ୟ ସରକାରଙ୍କ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପ୍ରିନ୍ସପାଲ ସେକ୍ରେଟାରୀଙ୍କ ଏକ ନିର୍ଦ୍ଦେଶ କ୍ରମେ ୫ଟି ଚାର୍ଟର୍ ତୁରନ୍ତ ହଟାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ସବୁ ଜିଲା ଶିକ୍ଷାଧିକାରୀଙ୍କୁ ଓସେପା ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ପକ୍ଷରୁ ଚିଠି ମାଧ୍ୟମରେ ଜଣାଇ ଦିଆଯାଇଛି।
The post ହାଇସ୍କୁଲରୁ ହଟିବ ୫ଟି ଚାର୍ଟର୍ appeared first on Dharitri Odia News.