ହାତ ମିଳାଇରେ ପ୍ରଧାନମନ୍ତ୍ରୀ ମୋଦୀ ଓ ରାହୁଲ ଗାନ୍ଧୀ
ନୂଆଦିଲ୍ଲୀ : ଅଷ୍ଟାଦଶ ଲୋକସଭାର ନବ ନିର୍ବାଚିତ ବାଚସ୍ପତି ଓମ୍ ବିର୍ଲାଙ୍କୁ ସ୍ୱାଗତ କରିବା ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଆଜି ହାତ ମିଳାଇଥିବା ଦେଖିବାକୁ ମିଳିଛି। ବାଚସ୍ପତି ନିର୍ବାଚନ ସମୟରେ ଶାସକ ଓ ବିରୋଧୀ ଦଳର ଏହି ଦୁଇ ନେତାଙ୍କ ମଧ୍ୟରେ ଏପରି ବନ୍ଧୁତ୍ୱପୂର୍ଣ୍ଣ ମୁହୂର୍ତ୍ତ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି। ଉଲ୍ଲେ ଖଯୋଗ୍ୟ ମୋଦୀ ଓ ରାହୁଲ ପରସ୍ପରକୁ ବିଭିନ୍ନ ପ୍ରସଙ୍ଗରେ ଟାର୍ଗେଟ୍ କରି କଡ଼ା ସମାଲୋଚନା କରୁଥିଲେ […]

ନୂଆଦିଲ୍ଲୀ : ଅଷ୍ଟାଦଶ ଲୋକସଭାର ନବ ନିର୍ବାଚିତ ବାଚସ୍ପତି ଓମ୍ ବିର୍ଲାଙ୍କୁ ସ୍ୱାଗତ କରିବା ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଆଜି ହାତ ମିଳାଇଥିବା ଦେଖିବାକୁ ମିଳିଛି। ବାଚସ୍ପତି ନିର୍ବାଚନ ସମୟରେ ଶାସକ ଓ ବିରୋଧୀ ଦଳର ଏହି ଦୁଇ ନେତାଙ୍କ ମଧ୍ୟରେ ଏପରି ବନ୍ଧୁତ୍ୱପୂର୍ଣ୍ଣ ମୁହୂର୍ତ୍ତ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି। ଉଲ୍ଲେ ଖଯୋଗ୍ୟ ମୋଦୀ ଓ ରାହୁଲ ପରସ୍ପରକୁ ବିଭିନ୍ନ ପ୍ରସଙ୍ଗରେ ଟାର୍ଗେଟ୍ କରି କଡ଼ା ସମାଲୋଚନା କରୁଥିଲେ ମଧ୍ୟ ଆଜି ଏଭଳି ଏକ ବିରଳ ଦୃଶ୍ୟ ଦେଖିବାକୁ ମିଳିଛି।