ହାତୀ ଘଉଡ଼ାଇବାକୁ ଯାଇ ଆକ୍ରମଣର ଶିକାର ହେଲେ ବନ କର୍ମଚାରୀ

ଅନୁଗୋଳ,୨୦ା୯: ହାତୀ ଘଉଡ଼ାଇବାକୁ ଯାଇଥିବା ବନ କର୍ମଚାରୀଙ୍କୁ ଆକ୍ରମଣ ହୋଇଛି। ମହୀଧରପୁର ଫାଣ୍ଡି ଫୁଲପଡ଼ା ଗାଁରେ ବନ କର୍ମଚାରୀଙ୍କୁ  ଜଣେ ବ୍ୟକ୍ତି ଆକ୍ରମଣ କରିଛନ୍ତି। ତେବେ ଏହାର କାରଣ ଅସ୍ପଷ୍ଟ ରହିଛି। ୩ ବନ କର୍ମଚାରୀ ଆହତ ହୋଇଥିବା ବେଳେ ଅନୁଗୋଳ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। The post ହାତୀ ଘଉଡ଼ାଇବାକୁ ଯାଇ ଆକ୍ରମଣର ଶିକାର ହେଲେ ବନ କର୍ମଚାରୀ appeared first on Dharitri Odia News.

ହାତୀ ଘଉଡ଼ାଇବାକୁ ଯାଇ ଆକ୍ରମଣର ଶିକାର ହେଲେ ବନ କର୍ମଚାରୀ

ଅନୁଗୋଳ,୨୦ା୯: ହାତୀ ଘଉଡ଼ାଇବାକୁ ଯାଇଥିବା ବନ କର୍ମଚାରୀଙ୍କୁ ଆକ୍ରମଣ ହୋଇଛି। ମହୀଧରପୁର ଫାଣ୍ଡି ଫୁଲପଡ଼ା ଗାଁରେ ବନ କର୍ମଚାରୀଙ୍କୁ  ଜଣେ ବ୍ୟକ୍ତି ଆକ୍ରମଣ କରିଛନ୍ତି। ତେବେ ଏହାର କାରଣ ଅସ୍ପଷ୍ଟ ରହିଛି। ୩ ବନ କର୍ମଚାରୀ ଆହତ ହୋଇଥିବା ବେଳେ ଅନୁଗୋଳ ମେଡିକାଲରେ ଭର୍ତ୍ତି ହୋଇଛନ୍ତି।

The post ହାତୀ ଘଉଡ଼ାଇବାକୁ ଯାଇ ଆକ୍ରମଣର ଶିକାର ହେଲେ ବନ କର୍ମଚାରୀ appeared first on Dharitri Odia News.