ହାଥରସ୍‌ ଘଟଣାରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି

ହାଥରସ୍‌,୨।୭: ଉତ୍ତରପ୍ରଦେଶ ହାଥରସ୍‌ରେ ସତ୍‌ସଙ୍ଗ ଚାଲିଥିବା ବେଳେ ଦଳାଚକଟା ଘଟିଛି। ଦଳାଚକଟାରେ ୫୦ରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଥିବା ବେଳେ ଶତାଧିକ ଲୋକ ଆହତ ହୋଇଥିବା ସୂଚନା ମିଳିଛି। ଏହି ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ ମୋଦି ହାଥରସ୍‌ ଅଘଟଣ ସମ୍ପର୍କରେ ସଂସଦରେ ଜଣାଇଲେ। ଏପରିକି ମୃତକଙ୍କ ପରିବାର ଲୋକଙ୍କୁ ସମବେଦନା ଜ୍ଞାପନ କରିବା ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଥିେଲେ ପ୍ରଧାନମନ୍ତ୍ରୀ ମୋଦି। ଉତ୍ତରପ୍ରଦେଶ ସରକାର ସହ କେନ୍ଦ୍ର ନିରନ୍ତର ଯୋଗାଯୋଗରେ ରହିଥିବା ପ୍ରଧାନମନ୍ତ୍ରୀ କହିଥିଲେ। ଏପରିକି […] The post ହାଥରସ୍‌ ଘଟଣାରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି appeared first on Dharitri Odia News.

ହାଥରସ୍‌ ଘଟଣାରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି

ହାଥରସ୍‌,୨।୭: ଉତ୍ତରପ୍ରଦେଶ ହାଥରସ୍‌ରେ ସତ୍‌ସଙ୍ଗ ଚାଲିଥିବା ବେଳେ ଦଳାଚକଟା ଘଟିଛି। ଦଳାଚକଟାରେ ୫୦ରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଥିବା ବେଳେ ଶତାଧିକ ଲୋକ ଆହତ ହୋଇଥିବା ସୂଚନା ମିଳିଛି। ଏହି ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ ମୋଦି ହାଥରସ୍‌ ଅଘଟଣ ସମ୍ପର୍କରେ ସଂସଦରେ ଜଣାଇଲେ। ଏପରିକି ମୃତକଙ୍କ ପରିବାର ଲୋକଙ୍କୁ ସମବେଦନା ଜ୍ଞାପନ କରିବା ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଥିେଲେ ପ୍ରଧାନମନ୍ତ୍ରୀ ମୋଦି। ଉତ୍ତରପ୍ରଦେଶ ସରକାର ସହ କେନ୍ଦ୍ର ନିରନ୍ତର ଯୋଗାଯୋଗରେ ରହିଥିବା ପ୍ରଧାନମନ୍ତ୍ରୀ କହିଥିଲେ। ଏପରିକି କେନ୍ଦ୍ର ସରକାରଙ୍କ ପକ୍ଷରୁ ସହାୟତା ଯୋଗାଇ ଦେବାକୁ ମୋଦି ସଂସଦରେ କହିଥିଲେ।

The post ହାଥରସ୍‌ ଘଟଣାରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି appeared first on Dharitri Odia News.