ହାରିଗଲେ ୨୦୧୯ ନିର୍ବାଚନର କିଙ୍ଗ୍‌ମେକର

ନୂଆଦିଲ୍ଲୀ,୯ା୧୦:୨୦୧୯ ହରିୟାଣା ବିଧାନସଭା ନିର୍ବାଚନରେ କିଙ୍ଗ୍‌ମେକର ଭୂମିକା ନେଇଥିବା ଜନନାୟକ ଜନତା ପାର୍ଟି (ଜେଜେପି) ଏଥର ଖାତା ଖୋଲିପାରି ନାହିଁ। ଗତ ମାର୍ଚ୍ଚରେ ଭାଜପା ସହ ମେଣ୍ଟ ଭାଙ୍ଗିବା ପରେ ଏହି ଦଳକୁ ଶୋଚନୀୟ ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଛି। ଦଳର ନେତା ତଥା ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଦୁଷ୍ୟନ୍ତ ଚୌଟାଲା ଉଚାନା କଲାଣ ଆସନରୁ ହାରିଯାଇଛନ୍ତି। ଏହି ଆସନରୁ ଭାଜପା ପ୍ରାର୍ଥୀ ଦେବେନ୍ଦ୍ର ଚତର ଭୁଜ୍‌ ଅଟ୍ରିଙ୍କ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସର ବ୍ରିଜେନ୍ଦ୍ର ସିଂଙ୍କଠାରୁ ୩୨ […] The post ହାରିଗଲେ ୨୦୧୯ ନିର୍ବାଚନର କିଙ୍ଗ୍‌ମେକର appeared first on Dharitri Odia News.

ହାରିଗଲେ ୨୦୧୯ ନିର୍ବାଚନର କିଙ୍ଗ୍‌ମେକର

ନୂଆଦିଲ୍ଲୀ,୯ା୧୦:୨୦୧୯ ହରିୟାଣା ବିଧାନସଭା ନିର୍ବାଚନରେ କିଙ୍ଗ୍‌ମେକର ଭୂମିକା ନେଇଥିବା ଜନନାୟକ ଜନତା ପାର୍ଟି (ଜେଜେପି) ଏଥର ଖାତା ଖୋଲିପାରି ନାହିଁ। ଗତ ମାର୍ଚ୍ଚରେ ଭାଜପା ସହ ମେଣ୍ଟ ଭାଙ୍ଗିବା ପରେ ଏହି ଦଳକୁ ଶୋଚନୀୟ ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଛି। ଦଳର ନେତା ତଥା ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଦୁଷ୍ୟନ୍ତ ଚୌଟାଲା ଉଚାନା କଲାଣ ଆସନରୁ ହାରିଯାଇଛନ୍ତି। ଏହି ଆସନରୁ ଭାଜପା ପ୍ରାର୍ଥୀ ଦେବେନ୍ଦ୍ର ଚତର ଭୁଜ୍‌ ଅଟ୍ରିଙ୍କ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସର ବ୍ରିଜେନ୍ଦ୍ର ସିଂଙ୍କଠାରୁ ୩୨ ଭୋଟ ବ୍ୟବଧାନରେ ବିଜୟୀ ହୋଇଛନ୍ତି। ଚୌତାଲା ପଞ୍ଚମ ସ୍ଥାନରେ ରହିଛନ୍ତି।

The post ହାରିଗଲେ ୨୦୧୯ ନିର୍ବାଚନର କିଙ୍ଗ୍‌ମେକର appeared first on Dharitri Odia News.