ହାର୍ଡକୋର ମାଓନେତା ଗିରଫ

ଧରାପଡ଼ିଲା ହାର୍ଡକୋର୍ ମାଓବାଦୀ କୁଞ୍ଜମ ହିଡମା । ବୈପାରୀଗୁଡ଼ା ଥାନା ପେଟଗୁଡ଼ା ଜଙ୍ଗଲରୁ ଧରିଲା ପୋଲିସ । AK-47 ସମେତ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ। କୁଞ୍ଜମ ACM ଥିଲା, ୭ଟି ବଡ଼ ହିଂସାକାଣ୍ଡରେ ସମ୍ପୃକ୍ତ।

ହାର୍ଡକୋର ମାଓନେତା ଗିରଫ
Array