ହିଞ୍ଜିଳି ବିଧାନସଭା ଆସନରୁ ଜିତିଲେ ନବୀନ

ଭୁବନେଶ୍ୱର,୪।୬: ହିଞ୍ଜିଳିରେ ବିଧାନସଭା ଆସନରୁ ଜିତିଲେ ନବୀନ। ନିଜ ପାରମ୍ପରିକ ଆସନରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଣିଥରେ ନିର୍ବାଚିତ ହୋଇଛନ୍ତି। ଭାଜପାର ଶିଶିର ମିଶ୍ରଙ୍କୁ ହରାଇ ନବୀନ ବିଜୟଲାଭ କରିଛନ୍ତି। ଭାଜପା ପ୍ରାର୍ଥୀଙ୍କୁ ୪ ହଜାରରୁ ଅଧିକ ଭୋଟରେ ନବୀନ ହରାଇଥିବା ସୂଚନା ମିଳିଛି । ୨୦୦୦ ମସିହାରୁ ଲଗାତାର ହିଞ୍ଜିଳି ଆସନରୁ ଜିତି ନବୀନ ଆସୁଛନ୍ତି। ୨୦୨୪ରେ ସବୁଠି ଠୋକର କହିଥିବା ନବୀନ ହିଞ୍ଜିଳିରେ ନିଜର କରିସ୍ମା ଦେଖାଇଛନ୍ତି।   The post ହିଞ୍ଜିଳି ବିଧାନସଭା ଆସନରୁ ଜିତିଲେ ନବୀନ appeared first on Dharitri Odia News.

ହିଞ୍ଜିଳି ବିଧାନସଭା ଆସନରୁ ଜିତିଲେ ନବୀନ

ଭୁବନେଶ୍ୱର,୪।୬: ହିଞ୍ଜିଳିରେ ବିଧାନସଭା ଆସନରୁ ଜିତିଲେ ନବୀନ। ନିଜ ପାରମ୍ପରିକ ଆସନରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଣିଥରେ ନିର୍ବାଚିତ ହୋଇଛନ୍ତି। ଭାଜପାର ଶିଶିର ମିଶ୍ରଙ୍କୁ ହରାଇ ନବୀନ ବିଜୟଲାଭ କରିଛନ୍ତି। ଭାଜପା ପ୍ରାର୍ଥୀଙ୍କୁ ୪ ହଜାରରୁ ଅଧିକ ଭୋଟରେ ନବୀନ ହରାଇଥିବା ସୂଚନା ମିଳିଛି । ୨୦୦୦ ମସିହାରୁ ଲଗାତାର ହିଞ୍ଜିଳି ଆସନରୁ ଜିତି ନବୀନ ଆସୁଛନ୍ତି। ୨୦୨୪ରେ ସବୁଠି ଠୋକର କହିଥିବା ନବୀନ ହିଞ୍ଜିଳିରେ ନିଜର କରିସ୍ମା ଦେଖାଇଛନ୍ତି।

 

The post ହିଞ୍ଜିଳି ବିଧାନସଭା ଆସନରୁ ଜିତିଲେ ନବୀନ appeared first on Dharitri Odia News.