ହିମାଚଳ ପ୍ରଦେଶରେ ରାଜନୈତିକ ସଙ୍କଟ: ଇସ୍ତଫା ଦେଲେ ମନ୍ତ୍ରୀ ବିକ୍ରମାଦିତ୍ୟ ସିଂ
ଶିମଲା,୨୮।୨: ହିମାଚଳ ପ୍ରଦେଶରେ ବଡ ହଲଚଲ। ରାଜ୍ୟରେ କଂଗ୍ରେସ ସରକାର ସଂଖ୍ୟାଗରିଷ୍ଠତା ସତ୍ତ୍ୱେ ରାଜ୍ୟ ସଭା ଆସନ ଭାଜପାକୁ ଯିବା ସହିତ ରାଜ୍ୟରେ ରାଜନୈତିକ ଉତ୍ତେଜନା ତୀବ୍ର ହୋଇଛି। ଏହି ସମୟରେ ବୁଧବାର ଜନସମ୍ପର୍କ ମନ୍ତ୍ରୀ ବିକ୍ରମାଦିତ୍ୟ ସିଂ କ୍ୟାବିନେଟରୁ ଇସ୍ତଫା ଦେଇଛନ୍ତି। The post ହିମାଚଳ ପ୍ରଦେଶରେ ରାଜନୈତିକ ସଙ୍କଟ: ଇସ୍ତଫା ଦେଲେ ମନ୍ତ୍ରୀ ବିକ୍ରମାଦିତ୍ୟ ସିଂ appeared first on Dharitri Odia News.
ଶିମଲା,୨୮।୨: ହିମାଚଳ ପ୍ରଦେଶରେ ବଡ ହଲଚଲ। ରାଜ୍ୟରେ କଂଗ୍ରେସ ସରକାର ସଂଖ୍ୟାଗରିଷ୍ଠତା ସତ୍ତ୍ୱେ ରାଜ୍ୟ ସଭା ଆସନ ଭାଜପାକୁ ଯିବା ସହିତ ରାଜ୍ୟରେ ରାଜନୈତିକ ଉତ୍ତେଜନା ତୀବ୍ର ହୋଇଛି। ଏହି ସମୟରେ ବୁଧବାର ଜନସମ୍ପର୍କ ମନ୍ତ୍ରୀ ବିକ୍ରମାଦିତ୍ୟ ସିଂ କ୍ୟାବିନେଟରୁ ଇସ୍ତଫା ଦେଇଛନ୍ତି।
The post ହିମାଚଳ ପ୍ରଦେଶରେ ରାଜନୈତିକ ସଙ୍କଟ: ଇସ୍ତଫା ଦେଲେ ମନ୍ତ୍ରୀ ବିକ୍ରମାଦିତ୍ୟ ସିଂ appeared first on Dharitri Odia News.