ହୀରାକୁଦ ଜଳଭଣ୍ଡାରର ଆଉ ୩ଟି ଗେଟ୍ ଖୋଲିଲା, ମୋଟ୍ ୭ ଗେଟ୍ ଦେଇ ଜଳ ନିଷ୍କାସିତ

ସମ୍ବଲପୁର ୨୭।୯: ଉପର ମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ ବଢ଼ିଲା ହୀରାକୁଦ ଜଳଭଣ୍ଡାରର ଜଳସ୍ତର । ଫଳରେ ଖୋଲିଲା ହୀରାକୁଦ ଜଳ ଭଣ୍ଡାରର ଗେଟ୍ । ହୀରାକୁଦ ଜଳଭଣ୍ଡାରର ଆଉ ୩ଟି ଗେଟ୍ ଖୋଲାଯାଇଛି । ଫଳରେ ଜଳଭଣ୍ଡାରର ୭ଟି ଗେଟ୍ ଖୋଲା ରହିଛି । ଜଳଭଣ୍ଡାରର ମୋଟ୍ ୭ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସିତ ହେଉଛି । ବାମ ପଟେ ୫ଟି, ଡାହଣ ପଟେ ୨ଟି ଗେଟ୍‌ ଖୋଲା ରହିଛି ।You Can Read:ଶ୍ରୀମନ୍ଦିର ଅବଢ଼ାର ମାନ ଯାଞ୍ଚ ହେବ, ରୋଷ ଘରକୁ ଯାଉଥିବା ସାମଗ୍ରୀ ଓ ଅବଢ଼ା ବାହାରିବା ପରେ ହେବ ପରୀକ୍ଷଣ

ହୀରାକୁଦ ଜଳଭଣ୍ଡାରର ଆଉ ୩ଟି ଗେଟ୍ ଖୋଲିଲା, ମୋଟ୍ ୭ ଗେଟ୍ ଦେଇ ଜଳ ନିଷ୍କାସିତ

ସମ୍ବଲପୁର ୨୭।୯: ଉପର ମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ ବଢ଼ିଲା ହୀରାକୁଦ ଜଳଭଣ୍ଡାରର ଜଳସ୍ତର । ଫଳରେ ଖୋଲିଲା ହୀରାକୁଦ ଜଳ ଭଣ୍ଡାରର ଗେଟ୍ । ହୀରାକୁଦ ଜଳଭଣ୍ଡାରର ଆଉ ୩ଟି ଗେଟ୍ ଖୋଲାଯାଇଛି । ଫଳରେ ଜଳଭଣ୍ଡାରର ୭ଟି ଗେଟ୍ ଖୋଲା ରହିଛି । 

ଜଳଭଣ୍ଡାରର ମୋଟ୍ ୭ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସିତ ହେଉଛି । ବାମ ପଟେ ୫ଟି, ଡାହଣ ପଟେ ୨ଟି ଗେଟ୍‌ ଖୋଲା ରହିଛି ।

You Can Read:

ଶ୍ରୀମନ୍ଦିର ଅବଢ଼ାର ମାନ ଯାଞ୍ଚ ହେବ, ରୋଷ ଘରକୁ ଯାଉଥିବା ସାମଗ୍ରୀ ଓ ଅବଢ଼ା ବାହାରିବା ପରେ ହେବ ପରୀକ୍ଷଣ