ହୋଇପାରେ ବଡ ଧରଣର ଅଦଳବଦଳ: ଏସ୍‌ଆରସି ସତ୍ୟବ୍ରତ ସାହୁଙ୍କୁ ମିଳିବ ବଡ଼ ଦାୟିତ୍ୱ!

ଭୁବନେଶ୍ୱର,୧।୭: ରାଜ୍ୟ ପ୍ରଶାସନରେ ବଡ ଧରଣର ଅଦଳବଦଳ ହୋଇପାରେ ବୋଲି କୁହାଯାଉଛି । ଏହି ସମୟରେ ଉନ୍ନୟନ କମିଶନର ଅନୁ ଗର୍ଗ ଦିଲ୍ଲୀ ଯିବା ନେଇ ସଙ୍କେତ ମିଳିସାରିଛି । ତାଙ୍କ ସ୍ଥାନରେ ବର୍ତ୍ତମାନର ଏସ୍‌ଆରସି ସତ୍ୟବ୍ରତ ସାହୁଙ୍କୁ ଉନ୍ନୟନ କମିଶନର ଦାୟିତ୍ୱ ମିଳିବା ନେଇ ଚର୍ଚ୍ଚା ହେଉଛି। ରାଜ୍ୟରେ ନୂଆ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଏବଂ ନୂଆ ଅତିରିକ୍ତ ଶାସନ ସଚିବ ଭାବେ ନିକୁଞ୍ଜ ଧଳ ରବିବାର ଦାୟିତ୍ୱ ଗ୍ରହଣ କରିବା ପରେ […] The post ହୋଇପାରେ ବଡ ଧରଣର ଅଦଳବଦଳ: ଏସ୍‌ଆରସି ସତ୍ୟବ୍ରତ ସାହୁଙ୍କୁ ମିଳିବ ବଡ଼ ଦାୟିତ୍ୱ! appeared first on Dharitri Odia News.

ହୋଇପାରେ ବଡ ଧରଣର ଅଦଳବଦଳ: ଏସ୍‌ଆରସି ସତ୍ୟବ୍ରତ ସାହୁଙ୍କୁ ମିଳିବ ବଡ଼ ଦାୟିତ୍ୱ!

ଭୁବନେଶ୍ୱର,୧।୭: ରାଜ୍ୟ ପ୍ରଶାସନରେ ବଡ ଧରଣର ଅଦଳବଦଳ ହୋଇପାରେ ବୋଲି କୁହାଯାଉଛି । ଏହି ସମୟରେ ଉନ୍ନୟନ କମିଶନର ଅନୁ ଗର୍ଗ ଦିଲ୍ଲୀ ଯିବା ନେଇ ସଙ୍କେତ ମିଳିସାରିଛି । ତାଙ୍କ ସ୍ଥାନରେ ବର୍ତ୍ତମାନର ଏସ୍‌ଆରସି ସତ୍ୟବ୍ରତ ସାହୁଙ୍କୁ ଉନ୍ନୟନ କମିଶନର ଦାୟିତ୍ୱ ମିଳିବା ନେଇ ଚର୍ଚ୍ଚା ହେଉଛି।

ରାଜ୍ୟରେ ନୂଆ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଏବଂ ନୂଆ ଅତିରିକ୍ତ ଶାସନ ସଚିବ ଭାବେ ନିକୁଞ୍ଜ ଧଳ ରବିବାର ଦାୟିତ୍ୱ ଗ୍ରହଣ କରିବା ପରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି।

 

The post ହୋଇପାରେ ବଡ ଧରଣର ଅଦଳବଦଳ: ଏସ୍‌ଆରସି ସତ୍ୟବ୍ରତ ସାହୁଙ୍କୁ ମିଳିବ ବଡ଼ ଦାୟିତ୍ୱ! appeared first on Dharitri Odia News.