ହୋଟେଲ ମାଲିକଙ୍କୁ ବିଚ୍ ରାସ୍ତାରେ ଗୋଡାଇ ଗୋଡ଼ାଇ ହାଣିଲେ
ବାଲେଶ୍ବର,୨୯।୧୧: ବାଲେଶ୍ବର ସରସ୍ବତୀପୁର ସମଲପୁର ଛକରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ୬ରୁ ୭ଜଣ ଦୁର୍ବୃତ୍ତ ମାରଣାସ୍ତ୍ରରେ ଜଣେ ହୋଟେଲ ମାଲିକଙ୍କୁ ବିଚ୍ ରାସ୍ତାରେ ଗୋଡାଇ ଗୋଡ଼ାଇ ଆକ୍ରମଣ କରିଛନ୍ତି। ଫଳରେ ହୋଟେଲ ମାଳିକ ଗୁରୁତର ହୋଇ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ହେଲେ ଆକ୍ରମଣର ସଠିକ୍ କାରଣ ବର୍ତ୍ତାମାନସୁଦ୍ଧା ଜଣାପଡି ନାହିଁ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପୋଲିସ ଅଭିଯୁକ୍ତଙ୍କୁ ଧରିବା ପାଇଁ ତନାଘନା ଚଳାଇଛି। The post ହୋଟେଲ ମାଲିକଙ୍କୁ ବିଚ୍ ରାସ୍ତାରେ ଗୋଡାଇ ଗୋଡ଼ାଇ ହାଣିଲେ appeared first on Dharitri Odia News.
ବାଲେଶ୍ବର,୨୯।୧୧: ବାଲେଶ୍ବର ସରସ୍ବତୀପୁର ସମଲପୁର ଛକରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ୬ରୁ ୭ଜଣ ଦୁର୍ବୃତ୍ତ ମାରଣାସ୍ତ୍ରରେ ଜଣେ ହୋଟେଲ ମାଲିକଙ୍କୁ ବିଚ୍ ରାସ୍ତାରେ ଗୋଡାଇ ଗୋଡ଼ାଇ ଆକ୍ରମଣ କରିଛନ୍ତି।
ଫଳରେ ହୋଟେଲ ମାଳିକ ଗୁରୁତର ହୋଇ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ହେଲେ ଆକ୍ରମଣର ସଠିକ୍ କାରଣ ବର୍ତ୍ତାମାନସୁଦ୍ଧା ଜଣାପଡି ନାହିଁ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପୋଲିସ ଅଭିଯୁକ୍ତଙ୍କୁ ଧରିବା ପାଇଁ ତନାଘନା ଚଳାଇଛି।
The post ହୋଟେଲ ମାଲିକଙ୍କୁ ବିଚ୍ ରାସ୍ତାରେ ଗୋଡାଇ ଗୋଡ଼ାଇ ହାଣିଲେ appeared first on Dharitri Odia News.