ହୋମ୍‌ଗାର୍ଡ ନିଯୁକ୍ତି ଉପରେ ଥିବା ରହିତାଦେଶକୁ ପ୍ରତ୍ୟାହୃତ କଲେ ରାଜ୍ୟ ସରକାର

ଭୁବନେଶ୍ୱର,୯।୧୧: ରାଜ୍ୟରେ ହୋମ୍‌ଗାର୍ଡଙ୍କ ନିଯୁକ୍ତି ଉପରେ ଥିବା ରହିତାଦେଶକୁ ପ୍ରତ୍ୟାହୃତ କରିଛନ୍ତି ରାଜ୍ୟ ସରକାର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ ଏହି ବ୍ୟାନ୍‌ ପ୍ରତ୍ୟାହୃତ ହୋଇଛି। ଏହାଦ୍ବାରା ରାଜ୍ୟରେ ଖାଲିଥିବା ହୋମ୍‌ଗାର୍ଡ ପଦବୀ ଖୁବ୍‌ଶୀଘ୍ର ପୂରଣ ହୋଇ ପାରିବ। ରାଜ୍ୟରେ ମୋଟ ହୋମ୍‌ଗାଡର୍ର୍ ପଦବୀ ସଂଖ୍ୟା ୧୭,୬୭୫ ଥିବା ବେଳେ ୧୫,୩୦୬ ଜଣ ହୋମ୍‌ଗାର୍ଡ କାର୍ଯ୍ୟରତ ଅଛନ୍ତି। ୨୩୬୯ ପଦବୀ ଖାଲି ଅଛି। ତେବେ ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଦ୍ବାରା ଖାଲି ଥିବା ପଦବୀଗୁଡ଼ିକ ଆବଶ୍ୟକତା […] The post ହୋମ୍‌ଗାର୍ଡ ନିଯୁକ୍ତି ଉପରେ ଥିବା ରହିତାଦେଶକୁ ପ୍ରତ୍ୟାହୃତ କଲେ ରାଜ୍ୟ ସରକାର appeared first on Dharitri Odia News.

ହୋମ୍‌ଗାର୍ଡ ନିଯୁକ୍ତି ଉପରେ ଥିବା ରହିତାଦେଶକୁ ପ୍ରତ୍ୟାହୃତ କଲେ ରାଜ୍ୟ ସରକାର

ଭୁବନେଶ୍ୱର,୯।୧୧: ରାଜ୍ୟରେ ହୋମ୍‌ଗାର୍ଡଙ୍କ ନିଯୁକ୍ତି ଉପରେ ଥିବା ରହିତାଦେଶକୁ ପ୍ରତ୍ୟାହୃତ କରିଛନ୍ତି ରାଜ୍ୟ ସରକାର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ ଏହି ବ୍ୟାନ୍‌ ପ୍ରତ୍ୟାହୃତ ହୋଇଛି।
ଏହାଦ୍ବାରା ରାଜ୍ୟରେ ଖାଲିଥିବା ହୋମ୍‌ଗାର୍ଡ ପଦବୀ ଖୁବ୍‌ଶୀଘ୍ର ପୂରଣ ହୋଇ ପାରିବ।

ରାଜ୍ୟରେ ମୋଟ ହୋମ୍‌ଗାଡର୍ର୍ ପଦବୀ ସଂଖ୍ୟା ୧୭,୬୭୫ ଥିବା ବେଳେ ୧୫,୩୦୬ ଜଣ ହୋମ୍‌ଗାର୍ଡ କାର୍ଯ୍ୟରତ ଅଛନ୍ତି। ୨୩୬୯ ପଦବୀ ଖାଲି ଅଛି। ତେବେ ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଦ୍ବାରା ଖାଲି ଥିବା ପଦବୀଗୁଡ଼ିକ ଆବଶ୍ୟକତା ଅନୁଯାୟୀ ପୂରଣ କରାଯାଇ ପାରିବ ବୋଲି ଶନିବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି।

The post ହୋମ୍‌ଗାର୍ଡ ନିଯୁକ୍ତି ଉପରେ ଥିବା ରହିତାଦେଶକୁ ପ୍ରତ୍ୟାହୃତ କଲେ ରାଜ୍ୟ ସରକାର appeared first on Dharitri Odia News.