ହୋମ୍ଗାର୍ଡ ପରୀକ୍ଷା ବେଳେ ଅଚେତ ହୋଇପଡ଼ିଥିଲେ ପରୀକ୍ଷାର୍ଥୀ, ଚିକିତ୍ସାଧୀନ ଅବସ୍ଥାରେ…
ଦେବଗଡ଼,୨୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ରିଜର୍ଭ ପୋଲିସ ପଡ଼ିଆରେ ଚାଲିଥିଲା ଶାରିରୀକ ପରୀକ୍ଷା। ଏହି ପରୀକ୍ଷା ବେଳେ ଏକ ଦୁଃଖଦ ଘଟଣା ଘଟିଛି। ପରୀକ୍ଷା ପାଇଁ ଦୌଡ଼ିବା ସମୟରେ ଜଣେ ପରୀକ୍ଷାର୍ଥୀ ଅସୁସ୍ଥ ହୋଇ ପଡ଼ିଥିଲେ। ମୃତ ପରୀକ୍ଷାର୍ଥୀ ଜଣକ ହେଲେ ବୁଡ଼ିଦୋ ଗ୍ରାମର ପ୍ରଦୀପ ଦେହୁରୀଙ୍କ ପୁଅ ସାହେବ(୧୯)। ବୁଧବାର ଦୌଡୁଥିବା ବେଳେ ଅସୁସ୍ଥ ହୋଇପଡ଼ିଥିଲେ ସାହେବ। ତାଙ୍କୁ ସଙ୍ଗେ ସଙ୍ଗେ ଦେବଗଡ଼ ଜଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ତେବେ ଗୁରୁବାର ସକାଳୁ ଚିକିତ୍ସାଧୀନ […] The post ହୋମ୍ଗାର୍ଡ ପରୀକ୍ଷା ବେଳେ ଅଚେତ ହୋଇପଡ଼ିଥିଲେ ପରୀକ୍ଷାର୍ଥୀ, ଚିକିତ୍ସାଧୀନ ଅବସ୍ଥାରେ… appeared first on Dharitri Odia News.
ଦେବଗଡ଼,୨୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ରିଜର୍ଭ ପୋଲିସ ପଡ଼ିଆରେ ଚାଲିଥିଲା ଶାରିରୀକ ପରୀକ୍ଷା। ଏହି ପରୀକ୍ଷା ବେଳେ ଏକ ଦୁଃଖଦ ଘଟଣା ଘଟିଛି। ପରୀକ୍ଷା ପାଇଁ ଦୌଡ଼ିବା ସମୟରେ ଜଣେ ପରୀକ୍ଷାର୍ଥୀ ଅସୁସ୍ଥ ହୋଇ ପଡ଼ିଥିଲେ। ମୃତ ପରୀକ୍ଷାର୍ଥୀ ଜଣକ ହେଲେ ବୁଡ଼ିଦୋ ଗ୍ରାମର ପ୍ରଦୀପ ଦେହୁରୀଙ୍କ ପୁଅ ସାହେବ(୧୯)। ବୁଧବାର ଦୌଡୁଥିବା ବେଳେ ଅସୁସ୍ଥ ହୋଇପଡ଼ିଥିଲେ ସାହେବ। ତାଙ୍କୁ ସଙ୍ଗେ ସଙ୍ଗେ ଦେବଗଡ଼ ଜଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ତେବେ ଗୁରୁବାର ସକାଳୁ ଚିକିତ୍ସାଧୀନ ଅବସ୍ଥାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି।
The post ହୋମ୍ଗାର୍ଡ ପରୀକ୍ଷା ବେଳେ ଅଚେତ ହୋଇପଡ଼ିଥିଲେ ପରୀକ୍ଷାର୍ଥୀ, ଚିକିତ୍ସାଧୀନ ଅବସ୍ଥାରେ… appeared first on Dharitri Odia News.