ହ୍ବାଟ୍ସଆପ୍ରେ ଛାତ୍ରୀଙ୍କୁ ଅଶ୍ଳୀଳ ମେସେଜ ପଠାଇ ନିଲମ୍ବିତ ହେଲେ ପ୍ରାଧ୍ୟାପକ
ପଦ୍ମପୁର,୨୧।୧୨(ପ୍ରଦୀପ୍ତ ଦାଶ): ହ୍ବାଟ୍ସଆପ୍ ମାଧ୍ୟମରେ ଅଶ୍ଳୀଳ ମେସେଜ୍ ପଠାଇବା ଜଣେ ପ୍ରାଧ୍ୟାପକଙ୍କୁ ମହଙ୍ଗା ପଡ଼ିଛି। ଏପରି ଏକ ଅଶୋଭନୀୟ ଘଟଣା ବରଗଡ଼ ଜିଲା ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟରେ ଦେଖିବାକୁ ମିଳିଛି। ତଦନ୍ତ କମିଟି ରିପୋର୍ଟକୁ ଆଧାର କରି ଅର୍ଥନୀତି ବିଭାଗ ପ୍ରାଧ୍ୟାପକ ବିରଞ୍ଚି ସାହୁଙ୍କୁ କାର୍ଯ୍ୟରୁ ନିଲମ୍ବନ କରାଯାଇଛି ବୋଲି ଅଞ୍ଚଳ ମହାବିଦ୍ୟାଳୟର ଅଧ୍ୟକ୍ଷ ଲଳିତ ମୋହନ ପଣ୍ଡା ସୂଚନା ଦେଇଛନ୍ତି। ଏ ନେଇ ଅଧ୍ୟକ୍ଷ ପଣ୍ଡା ଅତିରିକ୍ତ ଜିଲାପାଳ ଓ ଉପଜିଲାପାଳଙ୍କୁ ଲିଖିତ ଭାବେ ଜଣାଇଥିବା […] The post ହ୍ବାଟ୍ସଆପ୍ରେ ଛାତ୍ରୀଙ୍କୁ ଅଶ୍ଳୀଳ ମେସେଜ ପଠାଇ ନିଲମ୍ବିତ ହେଲେ ପ୍ରାଧ୍ୟାପକ appeared first on Dharitri Odia News.
ପଦ୍ମପୁର,୨୧।୧୨(ପ୍ରଦୀପ୍ତ ଦାଶ): ହ୍ବାଟ୍ସଆପ୍ ମାଧ୍ୟମରେ ଅଶ୍ଳୀଳ ମେସେଜ୍ ପଠାଇବା ଜଣେ ପ୍ରାଧ୍ୟାପକଙ୍କୁ ମହଙ୍ଗା ପଡ଼ିଛି। ଏପରି ଏକ ଅଶୋଭନୀୟ ଘଟଣା ବରଗଡ଼ ଜିଲା ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟରେ ଦେଖିବାକୁ ମିଳିଛି।
ତଦନ୍ତ କମିଟି ରିପୋର୍ଟକୁ ଆଧାର କରି ଅର୍ଥନୀତି ବିଭାଗ ପ୍ରାଧ୍ୟାପକ ବିରଞ୍ଚି ସାହୁଙ୍କୁ କାର୍ଯ୍ୟରୁ ନିଲମ୍ବନ କରାଯାଇଛି ବୋଲି ଅଞ୍ଚଳ ମହାବିଦ୍ୟାଳୟର ଅଧ୍ୟକ୍ଷ ଲଳିତ ମୋହନ ପଣ୍ଡା ସୂଚନା ଦେଇଛନ୍ତି। ଏ ନେଇ ଅଧ୍ୟକ୍ଷ ପଣ୍ଡା ଅତିରିକ୍ତ ଜିଲାପାଳ ଓ ଉପଜିଲାପାଳଙ୍କୁ ଲିଖିତ ଭାବେ ଜଣାଇଥିବା କହିଛନ୍ତି।
The post ହ୍ବାଟ୍ସଆପ୍ରେ ଛାତ୍ରୀଙ୍କୁ ଅଶ୍ଳୀଳ ମେସେଜ ପଠାଇ ନିଲମ୍ବିତ ହେଲେ ପ୍ରାଧ୍ୟାପକ appeared first on Dharitri Odia News.