ୟୁପିଏସସିର ନୂଆ ଚେୟାରମ୍ୟାନ ହେଲେ ପ୍ରୀତି ସୁଦାନ

ନୂଆଦିଲ୍ଲୀ,୩୧।୭: ୟୁନିୟନ ପବ୍ଲିକ ସର୍ଭିସ କମିଶନ (ୟୁପିଏସସି) ଏହାର ନୂତନ ଅଧ୍ୟକ୍ଷଙ୍କ ନାମ ଘୋଷଣା କରିଛି। ୧୯୮୩ ବ୍ୟାଚ ଆଇଏଏସ ପ୍ରୀତି ସୁଦାନ UPSAC ର ନୂତନ ସଭାପତି ଭାବରେ ନିର୍ବାଚିତ ହୋଇଛନ୍ତି । ସେ ଅଗଷ୍ଟ ୧ ରୁ ଦାୟିତ୍ୱ ଗ୍ରହଣ କରିବେ। ସୂଚନାଯୋଗ୍ୟ, ପୂର୍ବତନ ୟୁପିଏସସି ଅଧ୍ୟକ୍ଷ ମନୋଜ ସୋନିଙ୍କ ଇସ୍ତଫା ପରେ ଏହି ପଦବୀ ଖାଲି ପଡିଛି। The post ୟୁପିଏସସିର ନୂଆ ଚେୟାରମ୍ୟାନ ହେଲେ ପ୍ରୀତି ସୁଦାନ appeared first on Dharitri Odia News.

ୟୁପିଏସସିର ନୂଆ ଚେୟାରମ୍ୟାନ ହେଲେ ପ୍ରୀତି ସୁଦାନ

ନୂଆଦିଲ୍ଲୀ,୩୧।୭: ୟୁନିୟନ ପବ୍ଲିକ ସର୍ଭିସ କମିଶନ (ୟୁପିଏସସି) ଏହାର ନୂତନ ଅଧ୍ୟକ୍ଷଙ୍କ ନାମ ଘୋଷଣା କରିଛି। ୧୯୮୩ ବ୍ୟାଚ ଆଇଏଏସ ପ୍ରୀତି ସୁଦାନ UPSAC ର ନୂତନ ସଭାପତି ଭାବରେ ନିର୍ବାଚିତ ହୋଇଛନ୍ତି । ସେ ଅଗଷ୍ଟ ୧ ରୁ ଦାୟିତ୍ୱ ଗ୍ରହଣ କରିବେ। ସୂଚନାଯୋଗ୍ୟ, ପୂର୍ବତନ ୟୁପିଏସସି ଅଧ୍ୟକ୍ଷ ମନୋଜ ସୋନିଙ୍କ ଇସ୍ତଫା ପରେ ଏହି ପଦବୀ ଖାଲି ପଡିଛି।

The post ୟୁପିଏସସିର ନୂଆ ଚେୟାରମ୍ୟାନ ହେଲେ ପ୍ରୀତି ସୁଦାନ appeared first on Dharitri Odia News.