ୟେମେନ୍ ବନ୍ଦରରେ ଇସ୍ରାଏଲ୍ର ବୋମାମାଡ଼
ସାନା,୬ା୫: ହୁଟି ଆତଙ୍କବାଦୀ ଇସ୍ରାଏଲ୍ର ତେଲ୍ ଆଭିଭ୍ସ୍ଥିତ ବେନ୍ ଗୁରିଅନ୍ ଏୟାରପୋର୍ଟ ନିକଟରେ ମିଶାଇଲ୍ ମାଡ଼ କରିବାର ଦିନକ ପରେ ଇସ୍ରାଏଲୀ ସେନା ଏହାର ପ୍ରତିଶୋଧ ନେଇଛି। ଇସ୍ରାଏଲ୍ ପକ୍ଷରୁ ସୋମବାର ସନ୍ଧ୍ୟାରେ ୟେମେନ୍ର ହୋଦେଇଦାହ ବନ୍ଦରକୁ ଟାର୍ଗେଟ କରି ୩୦ଟି ଯୁଦ୍ଧବିମାନରୁ ବୋମାମାଡ଼ କରାଯାଇଛି। ବନ୍ଦର ଏକ ନିଆଁ ପିଣ୍ଡୁଳାରେ ପରିଣତ ହେବା ସହ ପ୍ରବଳ ଧୂଆଁ ଉଠୁଥିବା ଦେଖିବାକୁ ମିଳିଛି। ଉକ୍ତ ବନ୍ଦର ଦେଇ ଇରାନୀୟ ଅସ୍ତ୍ର ଓ ସାମରିକ ସରଞ୍ଜାମ ଅନ୍ସାରଲ୍ଲାହକୁ ଚୋରା ଚାଲାଣ […] The post ୟେମେନ୍ ବନ୍ଦରରେ ଇସ୍ରାଏଲ୍ର ବୋମାମାଡ଼ appeared first on Dharitri Odia News.
ସାନା,୬ା୫: ହୁଟି ଆତଙ୍କବାଦୀ ଇସ୍ରାଏଲ୍ର ତେଲ୍ ଆଭିଭ୍ସ୍ଥିତ ବେନ୍ ଗୁରିଅନ୍ ଏୟାରପୋର୍ଟ ନିକଟରେ ମିଶାଇଲ୍ ମାଡ଼ କରିବାର ଦିନକ ପରେ ଇସ୍ରାଏଲୀ ସେନା ଏହାର ପ୍ରତିଶୋଧ ନେଇଛି। ଇସ୍ରାଏଲ୍ ପକ୍ଷରୁ ସୋମବାର ସନ୍ଧ୍ୟାରେ ୟେମେନ୍ର ହୋଦେଇଦାହ ବନ୍ଦରକୁ ଟାର୍ଗେଟ କରି ୩୦ଟି ଯୁଦ୍ଧବିମାନରୁ ବୋମାମାଡ଼ କରାଯାଇଛି। ବନ୍ଦର ଏକ ନିଆଁ ପିଣ୍ଡୁଳାରେ ପରିଣତ ହେବା ସହ ପ୍ରବଳ ଧୂଆଁ ଉଠୁଥିବା ଦେଖିବାକୁ ମିଳିଛି। ଉକ୍ତ ବନ୍ଦର ଦେଇ ଇରାନୀୟ ଅସ୍ତ୍ର ଓ ସାମରିକ ସରଞ୍ଜାମ ଅନ୍ସାରଲ୍ଲାହକୁ ଚୋରା ଚାଲାଣ ହେଉଥିଲା ବୋଲି ଇସ୍ରାଏଲ୍ କହିଛି। ବନ୍ଦର ସମେତ ଏକ ସିମେଣ୍ଟ କାରଖାନା କ୍ଷତିଗ୍ରସ୍ତ ହୋଇଥିବାବେଳେ ୨୧ ଜଣ ଆହତ ହୋଇଥିବା ୟେମେନି ଗଣମାଧ୍ୟମ ପକ୍ଷରୁ କୁହାଯାଇଛି।
The post ୟେମେନ୍ ବନ୍ଦରରେ ଇସ୍ରାଏଲ୍ର ବୋମାମାଡ଼ appeared first on Dharitri Odia News.