୧ମ ପର୍ଯ୍ୟାୟ ନିର୍ବାଚନ ତୁଳନାରେ ୨ୟ ପର୍ଯ୍ୟାୟ ବହୁତ ଭଲ କରିବ ବିଜେଡି : କାର୍ତ୍ତିକ ପାଣ୍ଡିଆନ

ଭୁବନେଶ୍ୱର : ପ୍ରଥମ ପର୍ଯ୍ୟାୟ ନିର୍ବାଚନ ତୁଳନାରେ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନରେ ବିଜୁ ଜନତା ଦଳ ବହୁତ ଭଲ କରିବ।... The post ୧ମ ପର୍ଯ୍ୟାୟ ନିର୍ବାଚନ ତୁଳନାରେ ୨ୟ ପର୍ଯ୍ୟାୟ ବହୁତ ଭଲ କରିବ ବିଜେଡି : କାର୍ତ୍ତିକ ପାଣ୍ଡିଆନ appeared first on .

୧ମ ପର୍ଯ୍ୟାୟ ନିର୍ବାଚନ ତୁଳନାରେ ୨ୟ ପର୍ଯ୍ୟାୟ ବହୁତ ଭଲ କରିବ ବିଜେଡି : କାର୍ତ୍ତିକ ପାଣ୍ଡିଆନ

ଭୁବନେଶ୍ୱର : ପ୍ରଥମ ପର୍ଯ୍ୟାୟ ନିର୍ବାଚନ ତୁଳନାରେ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନରେ ବିଜୁ ଜନତା ଦଳ ବହୁତ ଭଲ କରିବ। ବିଜେଡି ସରକାରଙ୍କ କାମ ଓ ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଲୋକପ୍ରିୟତା ଯୋଗୁ ବିଜେଡି ଆଶାତୀତ ସଫଳତା ଲାଭ କରିବ। ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନରେ ବି ବିଜେଡି ସୁଇପ କରିବ ବୋଲି କହିଛନ୍ତି ବରିଷ୍ଠ ବିଜେଡି ନେତା ତଥା ଫାଇଭ-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ସମ୍ବଲପୁରରେ ହୋଇଥିବା ରୋଡ ଶୋରୁ ଜଣାପଡିଛି ନବୀନ ପଟ୍ଟନାୟକ କେତେ ଲୋକପ୍ରିୟ। ସମ୍ବଲପୁରରେ ବି ବିଜେଡିକୁ ଆଶାତୀତ ସଫଳତା ମିଳିବ ବୋଲି କହିଛନ୍ତି ପାଣ୍ଡିଆନ।

The post ୧ମ ପର୍ଯ୍ୟାୟ ନିର୍ବାଚନ ତୁଳନାରେ ୨ୟ ପର୍ଯ୍ୟାୟ ବହୁତ ଭଲ କରିବ ବିଜେଡି : କାର୍ତ୍ତିକ ପାଣ୍ଡିଆନ appeared first on .