୧୦ ଗ୍ରାମକୁ ରେକର୍ଡ ୬୫,୦୦୦ ଟଙ୍କାରେ ପହଞ୍ଚିଲା ସୁନା, ରୁପା ବି ବଢ଼ିଲା …
ନୂଆଦିଲ୍ଲୀ,୫।୩: ପୁଣି ବଢ଼ିଲା ସୁନା ଦର। ମଙ୍ଗଳବାର ରାଜଧାନୀ ଦିଲ୍ଲୀରେ ସୁନା ମୂଲ୍ୟ ୮୦୦ ଟଙ୍କା ବୃଦ୍ଧି ପାଇ ୧୦ ଗ୍ରାମ ପିଛା ରେକର୍ଡ ୬୫,୦୦୦ ଟଙ୍କା ଛୁଇଁଛି । ସେହିଭଳି ରୁପା ମଧ୍ୟ ୯୦୦ ଟଙ୍କା ବୃଦ୍ଧି ପାଇ କିଲୋଗ୍ରାମ ପିଛା ୭୪,୦୦୦ ଟଙ୍କାରେ ପହଞ୍ଚିଛି। ଦେଶର ପ୍ରମୁଖ ସହରମାନଙ୍କରେ ମଧ୍ୟ ସୁନା ଦର ବଢ଼ିିିିିିିିିିିିିିିିିଛି। ମୁମ୍ବାଇ, ବାଙ୍ଗାଲୋର ଏବଂ କୋଲକାତାରେ ୨୪ କ୍ୟାରେଟ ସୁନାର ମୂଲ୍ୟ ୬୪,୮୫୦ ଟଙ୍କା ହୋଇଥିବା ବେଳେ ଚେନ୍ନାଇରେ ଏହାର […] The post ୧୦ ଗ୍ରାମକୁ ରେକର୍ଡ ୬୫,୦୦୦ ଟଙ୍କାରେ ପହଞ୍ଚିଲା ସୁନା, ରୁପା ବି ବଢ଼ିଲା … appeared first on Dharitri Odia News.
ନୂଆଦିଲ୍ଲୀ,୫।୩: ପୁଣି ବଢ଼ିଲା ସୁନା ଦର। ମଙ୍ଗଳବାର ରାଜଧାନୀ ଦିଲ୍ଲୀରେ ସୁନା ମୂଲ୍ୟ ୮୦୦ ଟଙ୍କା ବୃଦ୍ଧି ପାଇ ୧୦ ଗ୍ରାମ ପିଛା ରେକର୍ଡ ୬୫,୦୦୦ ଟଙ୍କା ଛୁଇଁଛି । ସେହିଭଳି ରୁପା ମଧ୍ୟ ୯୦୦ ଟଙ୍କା ବୃଦ୍ଧି ପାଇ କିଲୋଗ୍ରାମ ପିଛା ୭୪,୦୦୦ ଟଙ୍କାରେ ପହଞ୍ଚିଛି।
ଦେଶର ପ୍ରମୁଖ ସହରମାନଙ୍କରେ ମଧ୍ୟ ସୁନା ଦର ବଢ଼ିିିିିିିିିିିିିିିିିଛି। ମୁମ୍ବାଇ, ବାଙ୍ଗାଲୋର ଏବଂ କୋଲକାତାରେ ୨୪ କ୍ୟାରେଟ ସୁନାର ମୂଲ୍ୟ ୬୪,୮୫୦ ଟଙ୍କା ହୋଇଥିବା ବେଳେ ଚେନ୍ନାଇରେ ଏହାର ମୂଲ୍ୟ ୬୫,୬୨୦ ଟଙ୍କାରେ ପହଞ୍ଚିଛି।
The post ୧୦ ଗ୍ରାମକୁ ରେକର୍ଡ ୬୫,୦୦୦ ଟଙ୍କାରେ ପହଞ୍ଚିଲା ସୁନା, ରୁପା ବି ବଢ଼ିଲା … appeared first on Dharitri Odia News.