୧୦ ରାଜ୍ୟର ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି ଦେଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ, ୨୮।୭: ୧୦ରାଜ୍ୟରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି କରିଛନ୍ତି ରାଷ୍ଟ୍ରପତି। ପଞ୍ଜାବ ଓ ଚଣ୍ଡିଗଡ଼ର ନୂଆ ରାଜ୍ୟପାଳ ହେଲେ ଗୁଲାବ ଚାନ୍ଦ କଟରିଆ। ସେହିପରି ରାଜସ୍ଥାନର ନୂଆ ରାଜ୍ୟପାଳ ହେଲେ ହରିଭାଓ କିଷାନରାଓ ବାଗ୍‌ଦେ। ପଞ୍ଜାବର ନୂଆ ରାଜ୍ୟପାଳ ହେଲେ ଗୁଲାବ ଚାନ୍ଦ କଟରିଆ। ହରିଭାଓ କିଷାନରାଓ ବାଗଦେ ରାଜସ୍ଥାନର ରାଜ୍ୟପାଳ, ଜିଷ୍ଣୁଦେବ ବର୍ମା ତେଲେଙ୍ଗାନାର ରାଜ୍ୟପାଳ, ସନ୍ତୋଷ କୁମାର ଗାଙ୍ଗୱାର ହେଲେ ଝାଡ଼ଖଣ୍ଡର ରାଜ୍ୟପାଳ ଓ ବିଶ୍ବଭୂଷଣ ହରିଚନ୍ଦନଙ୍କ ବଦଳରେ ରାମେନ ଡିକା ଛତିଶଗଡ଼ ରାଜ୍ୟପାଳ […] The post ୧୦ ରାଜ୍ୟର ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି ଦେଲେ ରାଷ୍ଟ୍ରପତି appeared first on Dharitri Odia News.

୧୦ ରାଜ୍ୟର ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି ଦେଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ, ୨୮।୭: ୧୦ରାଜ୍ୟରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି କରିଛନ୍ତି ରାଷ୍ଟ୍ରପତି। ପଞ୍ଜାବ ଓ ଚଣ୍ଡିଗଡ଼ର ନୂଆ ରାଜ୍ୟପାଳ ହେଲେ ଗୁଲାବ ଚାନ୍ଦ କଟରିଆ। ସେହିପରି ରାଜସ୍ଥାନର ନୂଆ ରାଜ୍ୟପାଳ ହେଲେ ହରିଭାଓ କିଷାନରାଓ ବାଗ୍‌ଦେ। ପଞ୍ଜାବର ନୂଆ ରାଜ୍ୟପାଳ ହେଲେ ଗୁଲାବ ଚାନ୍ଦ କଟରିଆ। ହରିଭାଓ କିଷାନରାଓ ବାଗଦେ ରାଜସ୍ଥାନର ରାଜ୍ୟପାଳ, ଜିଷ୍ଣୁଦେବ ବର୍ମା ତେଲେଙ୍ଗାନାର ରାଜ୍ୟପାଳ, ସନ୍ତୋଷ କୁମାର ଗାଙ୍ଗୱାର ହେଲେ ଝାଡ଼ଖଣ୍ଡର ରାଜ୍ୟପାଳ ଓ ବିଶ୍ବଭୂଷଣ ହରିଚନ୍ଦନଙ୍କ ବଦଳରେ ରାମେନ ଡିକା ଛତିଶଗଡ଼ ରାଜ୍ୟପାଳ ହୋଛନ୍ତି। ଅନ୍ୟପଟେ ପଞ୍ଜାବ ରାଜ୍ୟପାଳ ବନୱାରୀଲାଲ ପୁରୋହିତଙ୍କ ଇସ୍ତଫାପତ୍ର ଗ୍ରହଣ କରିଛନ୍ତି ରାଷ୍ଟ୍ରପତି।

The post ୧୦ ରାଜ୍ୟର ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି ଦେଲେ ରାଷ୍ଟ୍ରପତି appeared first on Dharitri Odia News.