୧୦୫ଗ୍ରାମ ଧଳାଜହର ଜବତ: ଜଣେ ଗିରଫ

ଖୋର୍ଦ୍ଧା,୨୫।୩(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଅବକାରୀ ବିଭାଗ ଆଦର୍ଶ ଥାନା ଅନ୍ତର୍ଗତ ଗୁରୁଜଙ୍ଗ ଟାଙ୍ଗିରେ ଚଢାଉ କରି ୧୦୫ଗ୍ରାମ ବ୍ରାଉନସୁଗାର ଜବତ ସହ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ରାଜକିଶୋର ସୁନ୍ଦରାୟ। ଜବତ ଧଳାଜହର ପରିମାଣ ୧୦ଲକ୍ଷ ଟଙ୍କାରୁ ଊଦ୍ଧର୍‌ବ ଟଙ୍କା ହେବ। ଗିରଫ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି। The post ୧୦୫ଗ୍ରାମ ଧଳାଜହର ଜବତ: ଜଣେ ଗିରଫ appeared first on Dharitri Odia News.

୧୦୫ଗ୍ରାମ ଧଳାଜହର ଜବତ: ଜଣେ ଗିରଫ

ଖୋର୍ଦ୍ଧା,୨୫।୩(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଅବକାରୀ ବିଭାଗ ଆଦର୍ଶ ଥାନା ଅନ୍ତର୍ଗତ ଗୁରୁଜଙ୍ଗ ଟାଙ୍ଗିରେ ଚଢାଉ କରି ୧୦୫ଗ୍ରାମ ବ୍ରାଉନସୁଗାର ଜବତ ସହ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ରାଜକିଶୋର ସୁନ୍ଦରାୟ। ଜବତ ଧଳାଜହର ପରିମାଣ ୧୦ଲକ୍ଷ ଟଙ୍କାରୁ ଊଦ୍ଧର୍‌ବ ଟଙ୍କା ହେବ। ଗିରଫ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି।

The post ୧୦୫ଗ୍ରାମ ଧଳାଜହର ଜବତ: ଜଣେ ଗିରଫ appeared first on Dharitri Odia News.