୧୧ ଜିଲାକୁ ଝଡ଼ବର୍ଷା ନେଇ ସତର୍କ ସୂଚନା
ଭୁବନେଶ୍ୱର, ୨।୭(ଅସମାପିକା ସାହୁ):ଲଘୁଚାପ ଯୋଗୁ ରାଜ୍ୟରେ ଗତ ୩ଦିନ ହେବ ବର୍ଷା ଲାଗି ରହିଥିଲା। ସୋମବାର ବର୍ଷା କମିଛି। ମଙ୍ଗଳବାର କାଳବୈଶାଖୀ ନେଇ ବିଭିନ୍ନ ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ଦେବଗଡ଼, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ ଓ ଜଗତସିଂହପୁର ଆଦି ୧୧ ଜିଲାକୁ ଝଡ଼ବର୍ଷା ସହିତ ବଜ୍ରପାତ ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସୋମବାର ଜଗତ୍ସିଂହପୁରରେ ସର୍ବାଧିକ ୨୦.୧ ମିମି ବର୍ଷା ହୋଇଥିବା ବେଳେ ଭୁବନେଶ୍ୱରରେ […] The post ୧୧ ଜିଲାକୁ ଝଡ଼ବର୍ଷା ନେଇ ସତର୍କ ସୂଚନା appeared first on Dharitri Odia News.
ଭୁବନେଶ୍ୱର, ୨।୭(ଅସମାପିକା ସାହୁ):ଲଘୁଚାପ ଯୋଗୁ ରାଜ୍ୟରେ ଗତ ୩ଦିନ ହେବ ବର୍ଷା ଲାଗି ରହିଥିଲା। ସୋମବାର ବର୍ଷା କମିଛି। ମଙ୍ଗଳବାର କାଳବୈଶାଖୀ ନେଇ ବିଭିନ୍ନ ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ଦେବଗଡ଼, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ ଓ ଜଗତସିଂହପୁର ଆଦି ୧୧ ଜିଲାକୁ ଝଡ଼ବର୍ଷା ସହିତ ବଜ୍ରପାତ ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସୋମବାର ଜଗତ୍ସିଂହପୁରରେ ସର୍ବାଧିକ ୨୦.୧ ମିମି ବର୍ଷା ହୋଇଥିବା ବେଳେ ଭୁବନେଶ୍ୱରରେ ୧୧.୨, ସମ୍ବଲପୁରରେ ୧୧.୨, ପାରାଦୀପ ୮.୮, ସୁନ୍ଦରଗଡ଼ ୪.୬, ରାୟଗଡ଼ା ୫.୨, ରାଉରକେଲାରେ ୪.୩, ଖୋର୍ଦ୍ଧାରେ ୪ମିମି ବର୍ଷା ହୋଇଛି।
The post ୧୧ ଜିଲାକୁ ଝଡ଼ବର୍ଷା ନେଇ ସତର୍କ ସୂଚନା appeared first on Dharitri Odia News.