୧୨ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର,୮।୮(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଆସନ୍ତା ୧୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ। ଜନ ଅଭିଯୋଗ ଶୁଣାଣିର ପରବର୍ତ୍ତୀ ତାରିଖ ଜନସାଧାରଣଙ୍କୁ ଗଣମାଧ୍ୟମ ଜରିଆରେ ଜଣାଇଦିଆଯିବ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଆସନ୍ତା ସୋମବାର କେଉଁ କାରଣ ଲାଗି ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ ସେକଥା ଅବଗତ କରାଯାଇନାହିଁ। The post ୧୨ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି appeared first on Dharitri Odia News.

୧୨ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର,୮।୮(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଆସନ୍ତା ୧୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ। ଜନ ଅଭିଯୋଗ ଶୁଣାଣିର ପରବର୍ତ୍ତୀ ତାରିଖ ଜନସାଧାରଣଙ୍କୁ ଗଣମାଧ୍ୟମ ଜରିଆରେ ଜଣାଇଦିଆଯିବ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଆସନ୍ତା ସୋମବାର କେଉଁ କାରଣ ଲାଗି ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ ସେକଥା ଅବଗତ କରାଯାଇନାହିଁ।

The post ୧୨ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି appeared first on Dharitri Odia News.