୧୩୫ ବୋତଲ କଫ ସିରପ୍ ଜବତ
ବରଗଡ଼,୩୧।୭(ପ୍ରେମନନ୍ଦ ଖମାରୀ):ବରଗଡ଼ ଜିଲା ଅମ୍ବାଭୋନା ଥାନା ଅନ୍ତର୍ଗତ ଭୁକ୍ତା ଗ୍ରାମରେ ସୋମବାର ଅବକାରୀ ବିଭାଗ ଚଢ଼ାଉ କରିଥିଲା। ଚଢ଼ାଉରେ ୧୩୫ ବୋତଲ କଫ ସିରପ୍ ଜବତ ହୋଇଛି। ଏଥିରେ ସମ୍ପୃକ୍ତ ବିନୋଦ ଡୁଙ୍ଗୁରୀଙ୍କୁ ଗିରଫ କରାଯାଇଛି। ତାଙ୍କ ବିରୋଧରେ ଏକ ମାମଲା ରୁଜୁ କରି ବିନୋଦଙ୍କୁ ବରଗଡ଼ କୋର୍ଟକୁ ଚାଲାଣ କରାଯାଇଛି। ଚଢ଼ାଉରେ ଭଟଲି ଏବଂ ଅତାବିରା ଅବକାରୀ ବିଭାଗର କର୍ମଚାରୀମାନେ ସାମିଲ ଥିଲେ। The post ୧୩୫ ବୋତଲ କଫ ସିରପ୍ ଜବତ appeared first on Dharitri Odia News.
ବରଗଡ଼,୩୧।୭(ପ୍ରେମନନ୍ଦ ଖମାରୀ):ବରଗଡ଼ ଜିଲା ଅମ୍ବାଭୋନା ଥାନା ଅନ୍ତର୍ଗତ ଭୁକ୍ତା ଗ୍ରାମରେ ସୋମବାର ଅବକାରୀ ବିଭାଗ ଚଢ଼ାଉ କରିଥିଲା। ଚଢ଼ାଉରେ ୧୩୫ ବୋତଲ କଫ ସିରପ୍ ଜବତ ହୋଇଛି। ଏଥିରେ ସମ୍ପୃକ୍ତ ବିନୋଦ ଡୁଙ୍ଗୁରୀଙ୍କୁ ଗିରଫ କରାଯାଇଛି। ତାଙ୍କ ବିରୋଧରେ ଏକ ମାମଲା ରୁଜୁ କରି ବିନୋଦଙ୍କୁ ବରଗଡ଼ କୋର୍ଟକୁ ଚାଲାଣ କରାଯାଇଛି। ଚଢ଼ାଉରେ ଭଟଲି ଏବଂ ଅତାବିରା ଅବକାରୀ ବିଭାଗର କର୍ମଚାରୀମାନେ ସାମିଲ ଥିଲେ।
The post ୧୩୫ ବୋତଲ କଫ ସିରପ୍ ଜବତ appeared first on Dharitri Odia News.