୧୫ରେ ବଲାଙ୍ଗୀର ଆସିବେ ରାହୁଲ

ବଲାଙ୍ଗୀର,୧୨ା୫: ସାଧାରଣ ନିର୍ବାଚନ ପାଇଁ ପ୍ରଚାର କରିବାକୁ ଓଡ଼ିଶା ଗସ୍ତରେ ଆସିବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଆସନ୍ତା ୧୫ ତାରିଖରେ ବଲାଙ୍ଗୀର ଗସ୍ତରେ ଆସିବେ ରାହୁଲ । ବାଇକ୍‌ ରାଲି ସହ ଜନସଭାରେ ରାହୁଲ ଯୋଗଦେବେ। ଏନେଇ କଂଗ୍ରେସ ବିଧାୟକ ପ୍ରାର୍ଥୀ ସମରେନ୍ଦ୍ର ମିଶ୍ର ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ସାଲେପୁର ଗସ୍ତ ପରେ ରାହୁଲଙ୍କ ଏହା ଦ୍ୱିତୀୟ ଓଡ଼ିଶା ଗସ୍ତ। ପୂର୍ବରୁ ରାୟଗଡ଼ା ଆସିବା କାର୍ଯ୍ୟକ୍ରମ ଥିଲା। ମାତ୍ର ଉକ୍ତଦିନ ରାହୁଲଙ୍କ ନାମାଙ୍କନପତ୍ର ଦାଖଲ ଥିବାରୁ […] The post ୧୫ରେ ବଲାଙ୍ଗୀର ଆସିବେ ରାହୁଲ appeared first on Dharitri Odia News.

୧୫ରେ ବଲାଙ୍ଗୀର ଆସିବେ ରାହୁଲ

ବଲାଙ୍ଗୀର,୧୨ା୫: ସାଧାରଣ ନିର୍ବାଚନ ପାଇଁ ପ୍ରଚାର କରିବାକୁ ଓଡ଼ିଶା ଗସ୍ତରେ ଆସିବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଆସନ୍ତା ୧୫ ତାରିଖରେ ବଲାଙ୍ଗୀର ଗସ୍ତରେ ଆସିବେ ରାହୁଲ । ବାଇକ୍‌ ରାଲି ସହ ଜନସଭାରେ ରାହୁଲ ଯୋଗଦେବେ। ଏନେଇ କଂଗ୍ରେସ ବିଧାୟକ ପ୍ରାର୍ଥୀ ସମରେନ୍ଦ୍ର ମିଶ୍ର ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ସାଲେପୁର ଗସ୍ତ ପରେ ରାହୁଲଙ୍କ ଏହା ଦ୍ୱିତୀୟ ଓଡ଼ିଶା ଗସ୍ତ। ପୂର୍ବରୁ ରାୟଗଡ଼ା ଆସିବା କାର୍ଯ୍ୟକ୍ରମ ଥିଲା। ମାତ୍ର ଉକ୍ତଦିନ ରାହୁଲଙ୍କ ନାମାଙ୍କନପତ୍ର ଦାଖଲ ଥିବାରୁ ଏହି ଗସ୍ତ ବାତିଲ ହୋଇଥିଲା।

The post ୧୫ରେ ବଲାଙ୍ଗୀର ଆସିବେ ରାହୁଲ appeared first on Dharitri Odia News.